ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ ଅଣ୍ଡର ଗାଉଣ୍ଡ ବ୍ରିଜ ବଦଳରେ ଉଭର ବ୍ରିଜ ଦାବି କରି ଆଜି ଭୋଟ ବର୍ଜନ କରିଛନ୍ତି। ପୋଲିସ ପ୍ରଶାସନ ଓ ଭାଜପା ବିଧାୟକ ପ୍ରାର୍ଥୀ ମୁକେଶ ମହାଲିଙ୍ଗ, ବିଜେଡ଼ି ବିଧାୟକ ପ୍ରାର୍ଥୀ ନିହାର ରଞ୍ଜନ ବେହେରା, ବ୍ଲକ ଅଧ୍ୟକ୍ଷ ଯତୀନ ପଟେଲ ପ୍ରମୁଖ ଆନ୍ଦୋଳନ। ସ୍ଥଳକୁ ଆସି ଆଲୋଚନା କରି ଗଣତନ୍ତ୍ର ମହାପର୍ବ ସାମିଲ ହେବାକୁ ଅନୁରୋଧ କରିଥିଲେ। ହେଲେ ଉଭୟ ଗ୍ରାମବାସୀ ଜିଦରେ ଅଟଳ ରହିଛନ୍ତି।
ସୂଚନା ଅନୁଯାୟୀ ହୀରାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ୧୬୪ ନଂ ବୁଥ କରାଯାଇଛି । ଏଠାରେ ଉଭୟ ଗ୍ରାମର ୧୩୫୮ ମତଦାତା ମତଦାନ କରିଥାନ୍ତେ। ହେଲେ ପୂର୍ବାହ୍ନ ୧୦ ଟା ସୁଦ୍ଧା କେହି ଜଣେ ମଧ୍ୟ ବୁଥକୁ ଆସି ମତଦାନ କରିନାହାନ୍ତି। ପୋଲିଂ ଅଧିକାରୀ ମତଦାନ ପାଇଁ ଭୋଟର ଅପେକ୍ଷା ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ନନ ଭେଜ ଛାଡିଛନ୍ତି JD Vance? ନାହିଁ ତ ଇଣ୍ଡିଆ କନେକ୍ସନ

ନୂଆଦିଲ୍ଲୀ,୨୨।୪: ସୋମବାର (୨୧ ଏପ୍ରିଲ, ୨୦୨୫) ସକାଳେ, ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା, ଯେଉଁଠାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ...

ପିଅନ ପଦବୀ ପାଇଁ ଆବେଦନ କରିଛନ୍ତି ପିଏଚ୍‌. ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୨ା୪: ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କାନାଡାର ହିନ୍ଦୁ ମନ୍ଦିର, ଗୁରୁଦ୍ୱାରାରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା, ୨୨।୪:କାନାଡାର ଖଲିସ୍ତାନୀ ଉଗ୍ରବାଦୀମାନେ ରବିବାର ରାତିରେ ଭାଙ୍କୋଭରସ୍ଥିତ ଖାଲ୍‌ସା ଦ୍ୱିଓ୍ବାନ୍‌ ସୋସାଇଟି (କେଡିଏସ୍‌) ଗୁରୁଦ୍ୱାରାରେ ଭଙ୍ଗାରୁଜା କରିବା ସହ ଏହାର କାନ୍ଥରେ ବିଭିନ୍ନ ପ୍ରକାରର...

୫୬ ଲକ୍ଷରେ ନିଲାମ ହେଲା ଭଙ୍ଗା ଫୁଲଦାନି

ଲଣ୍ଡନ: ବ୍ରିଟେନ୍‌ର ଏକ ଭଙ୍ଗା ଏବଂ ପୁରୁଣା ଫୁଲଦାନି ନିଲାମରେ ଏହା ୫୬ ଲକ୍ଷ ଟଙ୍କା (ପ୍ରାୟ ୬୬ ହଜାର ଡଲାର)ରେ ବିକ୍ରି ହୋଇ ଚର୍ଚ୍ଚାରେ ରହିଛି।...

ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ

ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨...

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌...

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ...

ନିର୍ବାଚନ କମିଶନ ସାଲିସ୍‌ କରିଛନ୍ତି

ବାଷ୍ଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ଗସ୍ତରେ ଯାଇଥିବା କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସେଠାର ଏକ କାର୍ଯ୍ୟକ୍ରମରେ ଭାରତର ନିର୍ବାଚନ କମିଶନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image