ପିଲାମାନଙ୍କୁ ସବୁକ୍ଷେତ୍ରରେ ସଫଳ କରିବାକୁ ଚାହୁଁଥିଲେ….

ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର….

ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟିରଖନ୍ତୁ। ପରିବାରର ସମସ୍ତଙ୍କୁ ସେମାନେ କିଭଳି ବ୍ୟବହାର କରୁଛନ୍ତି ଲକ୍ଷ୍ୟ ରଖନ୍ତୁ। କାହା ପ୍ରତି ସେମାନେ ଯଦି କିଛି ବି ଭୁଲ୍‌ ବ୍ୟବହାର କରୁଥାନ୍ତି ତେବେ ସେମାନଙ୍କୁ ଠିକ୍‌ ସମୟରେ ଶିକ୍ଷା ଦିଅନ୍ତୁ।
ପିଲାମାନେ ଚଞ୍ଚଳ ସ୍ବଭାବର ହୋଇଥାନ୍ତି। ସବୁବେଳେ ସେମାନେ ମସ୍ତି ମୁଡ୍‌ରେ ରହିଥାନ୍ତି। କିନ୍ତୁ ସବୁ ସମୟରେ ଏପରି ବ୍ୟବହାର ଠିକ୍‌ ନୁହେଁ ବୋଲି ସେମାନଙ୍କୁ ବୁଝାନ୍ତୁ। ଏକାଠି ଗୋଟିଏ ସ୍ଥାନରେ ବସି କିଛି କରିବା, ଖାଇବା କିମ୍ବା ପଢ଼ିବା ଲେଖିବା କାମ ଗୋଟିଏ ସ୍ଥାନରେ ବସି କରିବାର ଅଭ୍ୟାସ କରାନ୍ତୁ।
ପରିବାରରେ ଅନ୍ୟ ସଦସ୍ୟଙ୍କ ପ୍ରତି ଠିକ୍‌ ବ୍ୟବହାର କରିବା ଶିଖାନ୍ତୁ। ଛୋଟଙ୍କ ପ୍ରତି ସ୍ନେହ ଓ ବଡ଼ଙ୍କୁ ସମ୍ମାନ କରିବା ଶିଖାନ୍ତୁ। ସମ୍ପର୍କର ଗୁରୁତ୍ୱ ମଧ୍ୟ ସେମାନଙ୍କୁ ଅନୁଭବ କରିବାକୁ ଦିଅନ୍ତୁ। ଏଥିପାଇଁ ନିଜେ ମଧ୍ୟ ସମସ୍ତଙ୍କ ପ୍ରତି ଭଲ ବ୍ୟବହାରକରି ଉଦାହରଣ ଦିଅନ୍ତୁ।
ଘର ସଫାସୁତୁରା ରଖିବା ମଧ୍ୟ ପିଲାଙ୍କୁ ଶିଖାନ୍ତୁ। ପିଲାମାନେ ଅନେକ ସମୟରେ ଖେଳିବା ପରେ ଖେଳନା ଫିଙ୍ଗିଦେଇଥାନ୍ତି ଏବଂ ସେହିପରି ପଢ଼ିବା ପରେ ବହିପତ୍ର ସଜାଡ଼ି ରଖନ୍ତି ନାହିଁ। କିନ୍ତୁ ପ୍ରତି ମୁହୂର୍ତ୍ତରେ ଏପରି ବ୍ୟବହାରକୁ ଆପଣ ନଜର ରଖି ସବୁ ଜିନିଷ ସଜାଡ଼ି ରଖିବା ପାଇଁ କୁହନ୍ତୁ। ଫଳରେ ବଡ଼ ହେବା ପରେ ସେମାନଙ୍କର ଅଭ୍ୟାସରେ ପରିଣତ ହେବ ଏବଂ ସେମାନେ ଶୃଙ୍ଖଳିତ ବ୍ୟବହାର କରିପାରିବେ।
ଏକାଠି ସମସ୍ତଙ୍କ ସହ ଖାଇବାକୁ ଦିଅନ୍ତୁ ଏବଂ ଖାଇବା ସମୟରେ ଠିକ୍‌ ଭାବରେ ଖାଇବା ଶିଖିପାରିବେ।
ବାହାରେ ଲୋକଙ୍କୁ ସାଧାରଣ ଭଦ୍ରାମିରେ କିପରି ବ୍ୟବହାର କରିବାକୁ ହୁଏ କୁହନ୍ତୁ।
କୌଣସି କାମ କରିବା ପୂର୍ବରୁ କିମ୍ବା କୌଣସି ସ୍ଥାନକୁ ଯିବା ପୂର୍ବରୁ ଅନୁମତି ନେବା ପାଇଁ ପିଲାଙ୍କୁ କୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ...

ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …

କିଛି ପିଲାଙ୍କର ପାଠରେ ବେଶ୍‌ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ...

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image