ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌

ତେଲ୍‌ ଆଭିଭ୍‌/ତେହରାନ୍‌/ଓ୍ବାଶିଂଟନ୍‌,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍‌ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍‌ରେ ଥିବା ନିଜ ଦୂତାବାସ ଉପରେ ଇସ୍ରାଏଲୀ ସେନା ପକ୍ଷରୁ କରାଯାଇଥିବା ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଇରାନ୍‌ ଶନିବାର ଇସ୍ରାଏଲ୍‌ ଉପରେ ରାତିଅଧିଆ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ମାଡ଼ କରିଛି। ତେବେ ଏଥିରୁ ୯୯% କ୍ଷେପଣାସ୍ତ୍ରକୁ ଇସ୍ରାଏଲ୍‌ ଖସାଇଦେଇଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଇରାନ୍‌ ଉପରେ ବଡ଼ ଆକ୍ରମଣର ପ୍ରସ୍ତୁତି ଚଳାଇଥିବା ସୂଚନା ଦେଇଛନ୍ତି। ଏହି ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ, ଆରବ ଜଗତ ଓ ଆମେରିକା ସମେତ ୟୁରୋପରେ ଉତ୍ତେଜନା ବୃଦ୍ଧି ପାଇଛି। ପୂର୍ବରୁ ୨ଟି ଯୁଦ୍ଧ ଯୋଗୁ ଯୋଗାଣ ଶୃଙ୍ଖଳ ପ୍ରଭାବିତ ହୋଇଥିବାରୁ ପେଟ୍ରୋଲ, ଡିଜେଲ, ଗହମ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟ ବୃଦ୍ଧି ଘଟିଥିବାବେଳେ ଆଉ ଏକ ଯୁଦ୍ଧର ବାଦଲ ଘନେଇବା ପରେ ଅନ୍ତର୍ଜାତୀୟ ବଜାରରେ ଦରଦାମ୍‌ ଆକାଶଛୁଅଁା ହେବା ଅନୁମାନ କରାଯାଉଛି। ଏପରି ହେଲେ ପରିବହନ ଖର୍ଚ୍ଚ ବଢ଼ିବ ଏବଂ ଭାରତରେ ମଧ୍ୟ ଅନେକ ସାମଗ୍ରୀର ମୂଲ୍ୟ ବୃଦ୍ଧି ଘଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ...

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି...

ଶେଖ ହାସିନାଙ୍କ ପରେ ଏବେ ଏମିତି କରୁଛନ୍ତି ୟୁନୁସ ସରକାର, ଯାହାକୁ ନେଇ…

ଢାକା,୨୫।୧୦: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ମଧ୍ୟ ରାସ୍ତାରେ ଲୋକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ବର୍ତ୍ତମାନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ...

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri