ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାରମ୍ବାର ଦାବି କରିବା ସତ୍ତ୍ବେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାମ ନ ମିଳିଲେ ସେମାନେ ବାଧ୍ୟ ହୋଇ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା...

ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…

ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା...

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ...

ବନବାସୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ସମାଧାନ କରିବାକୁ ଦାବି

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଶାସନିକ ଅବହେଳା କାରଣରୁ କେନ୍ଦୁଝର ଜିଲାର ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ...

କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ

ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ...

ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ ସ୍ବାମୀ

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଏସ. ବେଦମୋତି ଦୋରାଙ୍କୁ ତାଙ୍କ ସାମୀ ଏସ.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା...

ଆସୁଛି ବାତ୍ୟା, ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ପ୍ରସ୍ତୁତି ଜୋରଦାର ଚଳାଇଛନ୍ତି। ବାତ୍ୟା ସମୟରେ ହେବାକୁ ଥିବା ଦ୍ରୁତ ପବନକୁ ନଜରରେ ରଖି ଢେଙ୍କାନାଳ ଏବଂ...

ଦାନା ମୁକାବିଲା ପାଇଁ ଅଣ୍ଟା ଭିଡିଲାଣ କେନ୍ଦୁଝର ଜିଲା ପ୍ରଶାସନ

ପାଟଣା,୨୨।୧୦(ବୀର କିଶୋର ଦାଶ): ବାତ୍ୟା ମୁକାବିଲା  ପାଇଁ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶିବ ଶଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri