ହସ୍ପିଟାଲ ଭିତରେ ପାଣି

ବାଲେଶ୍ୱର,୩।୧୦: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ସୋମବାର ଠାରୁ ବର୍ଷା ଲାଗିରହିଛି । ଜଳେଶ୍ୱର ନୂଆବଜାର ଠାରେ ରାସ୍ତାର ସମ୍ପ୍ରସାରଣ ପାଇଁ ଠିକାଦାରର ପାଣି ନିଷ୍କାସନ ପାଇଁ ଥିବା ଡ୍ରେନକୁ ପୋତି ଦେଇଥିବାରୁ ମଙ୍ଗଳବାର ବର୍ଷା ପାଣି ଜଳେଶ୍ୱର ଜିକେ ଭଟ୍ଟର ହସ୍ପିିଟାଲ ମଧ୍ୟରେ ପଶି ଯାଇଥିଲା ।
ମେଡିସିନ ୱାର୍ଡ, ଲାବରୋଟରୀ, ଆଉଟଡୋର, ଫିମେଲୱାର୍ଡରେ ଆଣ୍ଠୁଏ ଉଚ୍ଚରେ ପାଣି ଲହଡି ମାରୁଥିବାର ଦେଖିବାକୁ ମିଳିଛି । ବର୍ଷା ପାଣି ହସ୍ପିଟାଲ ମଧ୍ୟରେ ପଶିବାରୁ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri