ବଢୁଛି ଗମେଇ ନଦୀ ଜଳସ୍ତର

ବାସୁଦେବପୁର, ୫ା୮(ନାରାୟଣ ପ୍ରସାଦ ବାରିକ୍‌): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାସୁଦେବପୁର ବ୍ଲକର ଗମେଈ, କାଂଶବାଂଶ, କଞ୍ଚୁଡ଼ି, ନୂଆନଦୀ ସମେତ ମନ୍ତେଇ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କାଂଶବାଂଶ ନଦୀରେ ବନ୍ୟା ଆସିବା ଫଳରେ ବାସୁଦେବପୁର ବ୍ଲକର ଜଗନ୍ନାଥପୁର, ବଚ୍ଛଦା, ସାରଙ୍ଗପୁର, ଚନ୍ଦନପୁର, ପଢ଼ଁୁଆ ଆଦି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗମେଈ ନଦୀରେ ଶୁକ୍ରବାର ସକାଳଠାରୁ ଜଳସ୍ତର ବଢ଼ୁଥିବାରୁ ବ୍ୟାପକ ଚାଷଜମି ଜଳମଗ୍ନ ହେବା ସହ ୪/୫ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଥିବା ବରଣ୍ଡୁଆ, ନରସିଂହପୁର, ସୁଦର୍ଶନପୁର, ଚୁଡ଼ାମଣି, ଶାଶୁଭୁଆଶୁଣୀ ଆଦି ୫ ପଞ୍ଚାୟତ ସମେତ ପୌରପାଳିକାର ବଳିବିନ୍ଧା, ବାଷଠୀ, ଭୈରବପୁର, ଗୋପାଳପୁର, ରାଧାବଲ୍ଲଭପୁର, ଗୁଆଗଁା ଆଦି ଅଞ୍ଚଳର ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। କଞ୍ଚୁୁଡ଼ି, ନୂଆନଦୀରେ ବନ୍ୟା ଆସିବା ଫଳରେ ସୁଗୋ, ପଦ୍ମପୁର, ଏଡ଼ତାଳ, ଲୁଙ୍ଗା ଆଦି ପଞ୍ଚାୟତରେ ବନ୍ୟା ସୃଷ୍ଟି ହୋଇଛି। ଜଗନ୍ନାଥପ୍ରସାଦ, ବାଲିମେଦ, ଆନ୍ଦୋଳା, କରଞ୍ଜଆଡ଼ିଆ, ନାୟକାଣିଡିହୀର ବ୍ୟାପକ ଚାଷଜମିରେ ମନ୍ତେଈ ନଦୀ ବନ୍ୟାଜଳ ଜମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri