ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି ଅଭିଯୋଗ କରିବା ସହ ଆନ୍ଧ୍ରରେ ମିଶିବାକୁ ଅନୁରୋଧ କରିଛନ୍ତି କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ରାଲେଗଡା ପଞ୍ଚାୟତ ତଥା ଆନ୍ଧ୍ର ସୀମାନ୍ତର ୮ଟି ଗ୍ରାମର ଲୋକେ। ବିଧାୟକ ଦୋରା ଗ୍ରାମବାସୀଙ୍କ ପ୍ରସ୍ତାବକୁ ବିଧାନସଭାରେ ଉଠାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଗୁରୁବାର ରାଲେଗଡା ପଞ୍ଚାୟତର କାରେଡି, ବିଟ୍ରା, ବିଲକାବିଟ୍ରା, ଜଙ୍ଗଲବାଲାସା, ଆଡୁବାଡାବାଲାସା,ବରାନାଉଡି, କାଇରୁବାଡୁ ସହ ଅନ୍ୟ ଏକ ଗ୍ରାମର ୨ଶହରୁ ଉର୍ଦ୍ଧ୍ୱ ଗ୍ରାମବାସୀ ସାଲୁର ବ୍ଲକର ପାଚିପେଣ୍ଟାପି କାନାବାଲାସା ପଞ୍ଚାୟତରେ ଏକାଠି ହୋଇ ବିଧାୟକ ଦୋରାଙ୍କୁ ଭେଟିଥିଲେ। ଏହି ସମୟରେ ପାର୍ବତୀପୁରମ୍‌ ଆଇଟିଡିଏର ପିଏ କୋରମ ନାଥ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ...

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image