ବିନା ଅନୁମତିରେ ଓଡ଼ିଶା ସୀମାରେ ପଶ୍ଚିମବଙ୍ଗ ବସ୍‌ ପଶି ଅଡୁଆରେ ପଡ଼ିଲା

ପାଟଣା,୨୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବଜାର ନିକଟରୁ ପଶ୍ଚିମବଙ୍ଗରୁ ବେଆଇନ ଭାବେ ପଶିଥିବା ଏକ ବସ୍‌କୁ ଶନିବାର ସକାଳୁ ପରିବହନ ବିଭାଗ ଟ୍ରାଫିକ ଇନ୍ସପେକ୍ଟର ଅଟକ ରଖି ତୁରୁମୁଙ୍ଗା ଥାନା ଜିମା ଦେଇଛନ୍ତି। କରୋନା କଟକଣା ପାଇଁ ପଶ୍ଚିମବଙ୍ଗରୁ ବସ୍‌ ଚଳାଚଳ ଓ ପ୍ରବେଶ ଉପରେ ଓଡ଼ିଶା ସରକାର କଟକଣା ଲଗାଇଥିବାରୁ ବିନା ପରମିଟ୍‌ରେ ପଶ୍ଚିମବଙ୍ଗର ଡବ୍ଲ୍ୟୁବି ୪୯ ଏନ୍‌ ୦୫୪୩ ନମ୍ବର ବିଶିଷ୍ଟ ବସ୍‌ ସୀମାକୁ ପ୍ରବେଶ କରିଥିବାରୁ ପରିବହନ ବିଭାଗ ଏହାକୁ ଅଟକ ରଖିଛି। ଏଥିସହ ବସ୍‌ର ଚାଳକ ଓ ଖଲାସୀ ତୁରୁମୁଙ୍ଗା ଥାନାରେ ଅଟକ ରହିଛନ୍ତି।

ସୂଚନାନୁଯାୟୀ, ଉକ୍ତ ବସ୍‌ଟି ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପଶ୍ଚିମବଙ୍ଗର କୋଲାଘାଟରୁ ସମ୍ବଲପୁରରୁ ଭୋଟରଙ୍କୁ ନେବା ପାଇଁ ପ୍ରବେଶ କରିଥିଲା। ଚାଳକଙ୍କ କହିବା ଅନୁଯାୟୀ ପଶ୍ଚିମବଙ୍ଗ ନିର୍ବାଚନରେ ମତଦାନ ନିମନ୍ତେ ସେଠାକାର ଏକ ରାଜନୈତିକ ଦଳର ନେତାମାନେ ଭୋଟରଙ୍କୁ ନେବା ଲାଗି ବସ୍‌ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri