Posted inଜାତୀୟ

ବନ୍ଦ ହେବ ୧୫୦ ବର୍ଷର ଟ୍ରାମ୍‌ ସେବା, ଜାଣନ୍ତୁ ଟ୍ରାମ୍‌ ସେବା କ’ଣ…

କୋଲକାତା,୨୯ା୯: କୋଲକାତାରେ ୧୫୦ ବର୍ଷର ଟ୍ରାମ୍‌ ସେବା ବନ୍ଦ ହେବାକୁ ଯାଉଛି। ଟ୍ରାଫିକ୍‌ ଭିଡ଼ ହ୍ରାସ ଏବଂ ଦ୍ରୁତ ପରିବହନ ମାଧ୍ୟମ ପ୍ରଚଳନ ପାଇଁ ପଶ୍ଚିମବଙ୍ଗ ସରକାର କୋଲକାତାର ଟ୍ରାମ୍‌ ସେବାକୁ ବନ୍ଦ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି।

ନିଷ୍ପତ୍ତି ଅନୁଯାୟୀ ଐତିହାସିକ ଟ୍ରାମ୍‌ ସେବା କେବଳ ଏସ୍‌ପ୍ଲାନେଡ୍‌ରୁ ମାଇଦାନ ରୁଟ୍‌ ବ୍ୟତୀତ କୋଲକାତାର ଅନ୍ୟ ସବୁ ରୁଟ୍‌ରେ ବନ୍ଦ ହେବ। ସରକାଙ୍କ ଏଭଳି ନିଷ୍ପତ୍ତିରେ ଅନେକ ଯାତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଟ୍ରାଫିକ ଭିଡ଼ ପାଇଁ ଟ୍ରାମ୍‌କୁ ଦାୟୀ କରାଯାଇପାରିବ ନାହିଁ ବୋଲି ସେମାନେ କହିଛନ୍ତି। ଟ୍ରାମ୍‌ ଶସ୍ତା ଏବଂ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥା ହୋଇଥିବାରୁ ଏହାକୁ ବନ୍ଦ କରାଯିବା ଉଚିତ ନୁହେଁ। ଏହା କୋଲକାତା ଜନସାଧାରଣ ବିଶେଷ କରି ଗରିବଙ୍କ ପାଇଁ ଜୀବନରେଖା ସଦୃଶ ଥିଲା ବୋଲି ଯାତ୍ରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣେ ମେଟ୍ରୋ ଷ୍ଟେଶନ ଉଦ୍‌ଘାଟନ କଲେ ମୋଦି

ପୁଣେ,୨୯ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ପୁଣେ...

ସେନାକୁ ମିଳିବ ଶକ୍ତି: ପାକ୍‌ ସୀମାରେ ବୁଲେଟ୍‌ପ୍ରୁଫ୍‌ ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍‌ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର...

‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ କରିବାକୁ ୩ ବିଲ୍‌ ଆଣିବ କେନ୍ଦ୍ର

ନୂଆଦିଲ୍ଲୀ,୨୯ା୯: ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ କରାଇବା ପାଇଁ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ଯୋଜନା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର...

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି

ଚେନ୍ନାଇ,୨୯ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର ଦିନକ ପରେ ରବିବାର ରାଜ୍ୟପାଳ ଆର୍‌.ଏନ୍‌. ରବି ତାଙ୍କୁ...

ନୀତୀଶ କୁମାରଙ୍କଠାରୁ କାହିଁକି ଅଲଗା ହେଲେ ପ୍ରଶାନ୍ତ କିଶୋର, ନିଜେ କହିଲେ ଏହାର ଅସଲ କାହାଣୀ

ପାଟନା,୨୯।୯: ବିହାରର ରାଜଧାନୀ ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବିରୋଧ କରି ତାଙ୍କ...

ଭାଜପାର ଇଲେକ୍ସନ ଏଜେଣ୍ଟ ଇଡି, କାହିଁକି ଏମିତି କହିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୯।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ନିର୍ବାଚନ ବଣ୍ଡ ମାଧ୍ୟମରେ ଚୋରା କାରବାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଶୁଣି ବେଙ୍ଗାଲୁରୁର ଏକ...

ମଞ୍ଚ ଉପରେ ଭାଷଣ ଦେବା ବେଳେ ଅସୁସ୍ଥ ହୋଇ ପଡିଲେ ଖାର୍ଗେ, କହିଲେ ମୁଁ ଏତେ ଶୀଘ୍ର…

ନୂଆଦିଲ୍ଲୀ,୨୯।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ସେତେବେଳେ ଖାର୍ଗେ ମଞ୍ଚରୁ...

ମଦ ମାଫିଆଙ୍କ ଗୁଣ୍ଡାରାଜ: କନଷ୍ଟେବଳଙ୍କୁ ବିଚ୍‌ ରାସ୍ତାରେ ଗାଡି ମଡାଇ କଲେ ହତ୍ୟା

ନୂଆଦିଲ୍ଲୀ,୨୯।୯: ଦିଲ୍ଲୀରେ ଘଟିଛି ଛାତିଥରା ଘଟଣା। ମଝି ରାସ୍ତାରେ ପୋଲିସ ଉପରକୁ କାର୍‌ ଚଢାଇ ହତ୍ୟା କରାଯାଇଛି। ବିଳମ୍ବିତ ରାତିରେ ଏକ କାର୍‌ ପୋଲିସ କନଷ୍ଟେବଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri