Posted inଜାତୀୟ

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା: ୧୨ମୃତ

କୋଲକାତା,୮।୭: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା ମଧ୍ୟରେ ମତଦାନ ଜାରି ରହିଛି। ଶନିବାର ସକାଳ ୭ଟାରୁ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଥିଲା। ହିଂସା ଯୋଗୁ ଏ ପର୍ଯ୍ୟନ୍ତ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପାଞ୍ଚ ଟିଏମସି ଏବଂ ଭାଜପା ଏବଂ କଂଗ୍ରେସ କର୍ମୀ ଅଛନ୍ତି। ସେମାନଙ୍କ ବ୍ୟତୀତ ସ୍ବାଧୀନ ଦଳର ସମର୍ଥକମାନେ ମଧ୍ୟ ହିଂସାରେ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର...

କାହାକୁ କଳାପତାକା ଦେଖାଇବା ବେଆଇନ ନୁହେଁ: ହାଇକୋର୍ଟ

ଥିରୁଭାନନ୍ତପୁରମ୍‌,୨୧ା୧୧:କାହାକୁ କଳାପତାକା ଦେଖାଇବା ବେଆଇନ କାର୍ଯ୍ୟ ନୁହେଁ ଏବଂ ଏହାକୁ ମାନହାନି କୁହାଯାଇପାରିବ ନାହିଁ ବୋଲି କେରଳ ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ...

କାହିଁକି ଭାଜପା-କଂଗ୍ରେସ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ କେଜରିଓ୍ବାଲଙ୍କ ପ୍ରଥମ ଲିଷ୍ଟ?

ନୂଆଦିଲ୍ଲୀ,୨୧।୧୧: ସବୁବେଳେ ନିର୍ବାଚନ ମୋଡରେ ଥିବା ଭାଜପା ଏବଂ ପ୍ରତ୍ୟେକ ନିର୍ବାଚନ ପୂର୍ବରୁ ସକ୍ରିୟ ହେବାକୁ ଥିବା କଂଗ୍ରେସ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡର ନିର୍ବାଚନ ଫଳାଫଳକୁ...

‘ୟାସିନ ମଲିକଙ୍କୁ ଜମ୍ମୁ-କଶ୍ମୀର ନେଲେ ବିଗିଡିଯାଇପାରେ ତାଙ୍କ ସ୍ବାସ୍ଥ୍ୟ’,ସୁପ୍ରିମକୋର୍ଟରେ ସିବିଆଇର ଦଲିଲ

ନୂଆଦିଲ୍ଲୀ,୨୧।୧୧: ଗୁରୁବାର ଅର୍ଥାତ୍‌ ୨୧ ନଭେମ୍ବରରେ ଜମ୍ମୁ କୋର୍ଟରେ ୟାସିନ ମଲିକ ହାଜର ହେବା ନିଷ୍ପତ୍ତି ବିରୋଧରେ ସିବିଆଇର ଚ୍ୟାଲେଞ୍ଜକୁ ନେଇ ସୁପ୍ରିମକୋର୍ଟରେ ଏକ ଶୁଣାଣି...

ବଦଳିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅଫିସ୍‌ ଆସିବା ସମୟ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ହେତୁ କେନ୍ଦ୍ର ସରକାର ଏହାର କର୍ମଚାରୀଙ୍କ ପାଇଁ ଭିନ୍ନ-ଭିନ୍ନ କାର୍ଯ୍ୟ ସମୟ ଘୋଷଣା କରିଛନ୍ତି। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଦ୍ୱାରା...

ମୋତେ ବିବାହ କରିବ….୯ମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରପୋଜ୍‌ କଲେ ଶିକ୍ଷକ: ଆଉ ତା’ପରେ…

ଲକ୍ଷ୍ନୌ,୨୧।୧୧: ଉତ୍ତର ପ୍ରଦେଶର ଆମରୋହାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମଣ୍ଡି ଧନୌରା ଅଞ୍ଚଳର ଏକ ଇଣ୍ଟର କଲେଜରେ ଜଣେ ଶିକ୍ଷକ ନବମ ଶ୍ରେଣୀର ଛାତ୍ରୀଙ୍କୁ...

କେତେ ପେନସନ ପାଇବେ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ଼? ଅବସର ପରେ କ’ଣ ସବୁ ପାଇବେ ସୁବିଧା

ନୂଆଦିଲ୍ଲୀ,୨୧।୧୧: ଭାରତର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୁଡ଼ ୧୦ ନଭେମ୍ବରରେ ଅବସର ନେଇଛନ୍ତି। ନିକଟରେ ସିଜେଆଇଙ୍କ ଅବସର ପରେ ତାଙ୍କ ଆଗାମୀ ଯୋଜନା ବିଷୟରେ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କେଜରିଓ୍ବାଲଙ୍କୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ହାଇକୋର୍ଟ ଗୁରୁବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଥିବା ମାମଲାର ଶୁଣାଣି ସ୍ଥଗିତ ରଖିବାକୁ ମନା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri