୪ଟାରେ ଖବରଦାତା ସମ୍ମିଳନୀ କରିବେ ବ୍ରଜଭୂଷଣ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀର ଜନ୍ତର ମନ୍ତରରେ କୁସ୍ତି ଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ରେସଲିଂ ଫେଡେରେସନ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂ ଶୁକ୍ରବାର ଅପରାହ୍ନ ୪ ଟାରେ ଏକ ଖବରଦାତା ସମ୍ମିଳନୀ କରିବେ। ଏହି ସାମ୍ବାଦିକ ସମ୍ମିଳନୀ ଉତ୍ତରପ୍ରଦେଶର ଗୋଣ୍ଡାର ରେସଲିଂ ଟ୍ରେନିଂ ସେଣ୍ଟରରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଅନ୍ୟପଟେ ପ୍ରଦର୍ଶନକାରୀ ରେସଲରମାନେ ପୁଣିଥରେ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ସହ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କୁ ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ କ୍ଷମତାରେ ଅଛ ବୋଲି…

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶର ପରିସ୍ଥିତି ଆଉ କାହା କେଉଁଠି ଅଛପା ନାହିଁ। ଏଠାରେ ଅଳ୍ପସଂଖ୍ୟକ ସମୁଦାୟଙ୍କୁ ଟାର୍ଗେଟ କରାଯାଉଛି। ଏହି ସମୟରେ, ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକେତେଶ୍ୱରନନ୍ଦ ସରସ୍ବତୀ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri