Posted inଫୁରସତ

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି? ଯଦି ଆପଣ ଜାଣି ନାହାନ୍ତି ତେବେ ଆଜି ସେ ବିଷୟରେ ଜଣାଇବୁ।

ବୁଲଡୋଜର ଏକ ମେଶିନ, ଯିଏ କି ଅଧିକ ମାତ୍ରାରେ ଅଳିଆ, ମାଟିକୁ ହଟାଇବା କାମ କରିଥାଏ। ଏହାର ଫୁଲ୍‌ ଫର୍ମ ହେଉଛି ଜୋସେଫ୍‌ ସିରିଲ୍‌ ବାମ୍‌ଫୋଡ୍‌। ଜେସିବି ତୁଳନାରେ ବୁଲଡୋଜରରେ ବଡ଼ ମେଟାଲ ବ୍ଲେଡ ଲାଗିଥାଏ।
ସେହିଭଳି ଜେସିବିର ଅସଲ ନାମ ବ୍ୟାକ୍‌ହୋ ଲୋଡର। ଏହା ଖୋଳିବା କାମରେ ଆସିଥାଏ। ଜେସିବି ହେଉଛି ଏକ

କମ୍ପାନୀର ନାମ, ଯାହାକି ଏହି ମେଶିନ ନିର୍ମାଣ କରିଥାଏ। ଯେହେତୁ ଉଭୟ ଗୋଟିଏ ପ୍ରକାର କାମ କରିଥାନ୍ତି ତେଣୁ ଏହା ଗୋଟିଏ ବୋଲି କୁହାଯାଏ।

ବୁଲଡୋଜର କିନ୍ତୁ ଏକ ମେଶିନର ନାମ ହୋଇଥିବା ବେଳେ ଜେସିବି ତାକୁ କରିଥିବା କମ୍ପାନୀର ନାମ।


Enter your email to get our daily news in your inbox.

All Right Reserved By Dharitri.Com

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି,...

‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’

ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ...

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ...

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା...

ପରିବାରରେ ୭୦୦ ସଦସ୍ୟ

କାମ୍ପାଲା : ପୁରାତନ କାଳରେ ପ୍ରାୟ ସମସ୍ତଙ୍କର ପରିବାର ବଡ଼ ଥିଲା ଏବଂ ପରିବାରରେ ସମସ୍ତେ ମିଳିମିଶି ରହୁଥିଲେ। ସେତେବେଳେ ଘରର ବିଭିନ୍ନ କାର୍ଯ୍ୟକୁ ପରିବାର ସମସ୍ତ...

ବୟସ୍କଙ୍କୁ ମର୍ଯ୍ୟାଦା

ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ, କଲ୍ୟାଣ ଏବଂ ଅଧିକାର ବିଷୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୧ ଅକ୍ଟୋବରରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ’ ପାଳନ...

ଏଠାରେ ପ୍ରତିଦିନ ସ୍ବାମୀ ବଦଳାନ୍ତି ମହିଳା, ଗର୍ଭବତୀ ହେଲେ…

ମହାଭାରତରେ ଦ୍ରୋପଦୀ ପାଣ୍ଡବଙ୍କୁ ବିବାହ କରିଥିଲେ। ଭୁଲ ବୁଝାମଣା ହେତୁ ଦ୍ରୋପଦୀଙ୍କୁ ୫ ସ୍ବାମୀ ମିଳିଥିଲେ। କିନ୍ତୁ ଆପଣ ଜାଣନ୍ତି କି ଆଜି ବି ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri