ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…

ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି।

୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ମୋହନ ପ୍ରଥମେ ସରପଞ୍ଚ ନିର୍ବାଚନ ଲଢ଼ି ରାଜନୀତିରେ ଏଣ୍ଟ୍ରି କରିଥିଲେ। ଏବେ ସମୟ ବଦଳିବା ସହ ତାଙ୍କର ନିର୍ମଳ ଭାବମୂର୍ତ୍ତିକୁ ଦଳ ପସନ୍ଦ କରିଛି। ଏଥିଲାଗି ନୂଆ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କୁ ଚୟନ କରାଯାଇଥିବା ଚର୍ଚ୍ଚା ହେଉଛି। ଆସନ୍ତୁ ଜାଣିବା ମୋହନଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?

ମୋହନ ମାଝୀ ୧୯୭୨ ମସିହା ଜାନୁଆରୀ ୬ରେ କେନ୍ଦୁଝର ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ସ୍ନାତକ। ୧୯୯୩ରେ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ଏଥିସହ ସେ ୨୦୧୧ରେ ଆଇନ ଶିକ୍ଷା(ଏଲ୍‌ଏଲ୍‌ବି) ମଧ୍ୟ ହାସଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ...

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର...

ଘରୁ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍‌ କରି ବନ୍ଧକ ରଖିଥିଲେ ଅଳଙ୍କାର

ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି।...

ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ...

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍...

କୋଏଲ ନଦୀରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ...

ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ

ଭୁବନେଶ୍ୱର,୩୦।୩(ସତ୍ୟଜିତ୍‌ ରାଉତ): ଅନଲାଇନ୍‌ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image