Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ଟି-୨୦ ବିଶ୍ୱକପ ୨୦୨୪ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ୨୦୨୪ ଆରମ୍ଭରୁ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। କିନ୍ତୁ ଅନେକ ପୂର୍ବତନ କ୍ରିକେଟର୍‌ ତାଙ୍କ ସପକ୍ଷରେ ଯୁକ୍ତି ବାଢିଛନ୍ତି। ଅନେକ ସଂଘର୍ଷ କରି ପାଣ୍ଡ୍ୟା ଭାରତୀୟ ଦଳର ଉପଅଧିନାୟକ ହୋଇଛନ୍ତି। ତାଙ୍କ କ୍ରିକେଟ୍‌ ଯାତ୍ରା ସଂଘର୍ଷମୟ ଥିଲା। ଏବେ ସେ କୋଟି କୋଟି ଟଙ୍କାର ମାଲିକ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମ୍ପତ୍ତି ପ୍ରାୟ ୯୧ କୋଟି ଟଙ୍କା। ତାଙ୍କର ରୋଜଗାର ମୁଖ୍ୟତଃ କ୍ରିକେଟ ଖେଳିବା ଏବଂ ବିଜ୍ଞାପନରୁ ହୋଇଥାଏ । ହାର୍ଦ୍ଦିକ ପ୍ରତି ମାସରେ ପ୍ରାୟ ୧.୨ କୋଟି ଟଙ୍କା ରୋଜଗାର କରନ୍ତି। ବିସିସିଆଇ ସହିତ ତାଙ୍କର ଏକ ଚୁକ୍ତି ମଧ୍ୟ ଅଛି ଯାହା ତାଙ୍କୁ ପ୍ରତିବର୍ଷ ୫ କୋଟି ଟଙ୍କା ଦେଇଥାଏ।
ହାର୍ଦ୍ଦିକଙ୍କୁ ଗୁଜରାଟ ଟାଇଟାନ୍ସ ଆଇପିଏଲ୍‌ ୨୦୨୨ରେ ୧୫ କୋଟିରେ କିଣିଥିଲା। ଏହି ସିଜନ ୨୦୨୪ ରେ, ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ଅଧିନାୟକ କରିପାରିଛନ୍ତି ଏବଂ ତାଙ୍କୁ ସମାନ ପରିମାଣରେ ଟ୍ରେଡ୍‌ କରିଛି।
ହାର୍ଦ୍ଦିକ ପାଣ୍ଡ୍ୟା ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟରୁ ପ୍ରାୟ ୫୫-୬୦ ଲକ୍ଷ ଟଙ୍କା ରୋଜଗାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri