Posted inଖେଳ

ସ୍ବାମୀ-ସ୍ତ୍ରୀଙ୍କ ମଝିରେ ଏ କ’ଣ? ସୂର୍ଯ୍ୟକୁମାରଙ୍କ ବେଡ୍‌ରୁମ୍‌ ଫଟୋ ଭାଇରାଲ

ନୂଆଦିଲ୍ଲୀ,୩୦।୬: ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟି-୨୦ ବିଶ୍ୱକପ ଚାମ୍ପିୟନ୍‌ ହୋଇଛି। ବାର୍ବାଡୋସ୍‌ରେ ଭାରତୀୟ ଖେଳାଳି ଏବଂ ସପୋର୍ଟ ଷ୍ଟାଫଙ୍କଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ସେଲିବ୍ରେଶନ ମୋଡ୍‌ରେ ଅଛନ୍ତି। ଏହି ବିଜୟ ପରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କ ବେଡ୍‌ରୁମ୍‌ ଫଟୋ ଭାଇରାଲ ହୋଇଛି। ଭାଇରାଲ ଫଟୋ ସୂର୍ଯ୍ୟକୁମାର ଏବଂ ତାଙ୍କ ସ୍ତ୍ରୀ ବେଡ୍‌ରେ ଶୋଇଥିବାବେଳେ ସେମାନଙ୍କ ମଝିରେ ବିଶ୍ୱକପ୍‌ ଟ୍ରଫି ରହିଛି।
ଦଳ ସେମାନଙ୍କର ବିଜୟ ଉତ୍ସବ ପାଳନ କରୁଥିବାବେଳେ ସେମାନଙ୍କ ପରିବାର ମଧ୍ୟ ଏଥିରେ ଯୋଗ ଦେଇଥିଲେ। ସୁର୍ଯ୍ୟକୁମାର ଯାଦବଙ୍କ ସ୍ତ୍ରୀ ଦେବିଶା ଶେଟ୍ଟୀ ସମ୍ମାନଜନକ ଟି-୨୦ ବିଶ୍ୱକପ ଟ୍ରଫି ରଖିବାର ଗୌରବ ଅର୍ଜନ କରିଥିଲେ ଏବଂ ତାଙ୍କ ସ୍ବାମୀ ସୂର୍ଯ୍ୟକୁମାର ଯାଦବଙ୍କୁ ଟ୍ୟାଗ କରି ସୋସିଆଲ ମିଡିଆରେ ଫଟୋ ଶେୟାର କରିଥିଲେ।
ଭାରତର ବିଶ୍ୱକପ ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଡେଭିଡ ମିଲରଙ୍କୁ ଆଉଟ୍‌ କରିବା ପାଇଁ ସୂର୍ଯ୍ୟକୁମାର ଏକ ଚମତ୍କାର କ୍ୟାଚ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…

ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି।...

ମୋଦିଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ‘ଦ ୟୁନିଭର୍ସ ବସ୍‌’: ଭିଡିଓ ହେଉଛି ଭାଇରାଲ୍‌..

ନୂଆଦିଲ୍ଲୀ,୪।୧୦: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମାଇକାରେ ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି, ନୂଆଦିଲ୍ଲୀରେ ଜାମାଇକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri