Posted inଜାତୀୟ

କ’ଣ ଏହି ଜିଲାପି ଓ ଜାଟ୍‌ ଫ୍ୟାକ୍ଟର? କଂଗ୍ରେସ ପାଇଁ ହରିୟାଣାରେ କଲା ଅଡୁଆ

ନୂଆଦିଲ୍ଲୀ,୮।୧୦: ହରିୟାଣା ନିର୍ବାଚନରେ ଦୁଇଟି ପ୍ରମୁଖ ଶଦ୍ଦ ଥିଲା ଜାଟ୍‌ ଓ ଜିଲାପି। କଂଗ୍ରେସ ଏହି ଦୁଇଟି ଉପରେ ବାଜି ଲଗାଇଥିଲା। ହେଲେ ଶେଷ ମୂହୁର୍ତ୍ତରେ ଏହା ଫେଲ୍‌ ମାରିଥିଲା। ହରିୟାଣାର ଗୋହାନର ପ୍ରସିଦ୍ଧ ଜିଲାପି ନିର୍ବାଚନ ପୂର୍ବରୁ ରାହୁଲଙ୍କ ଭାଷଣରେ ବାରମ୍ବାର ଶୁଣିବାକୁ ମିଳୁଥିଲା। ତେବେ ଏହାକୁ ନେଇ କଂଗ୍ରେସ ଜୋରଦାର ଭାଜପାକୁ ଟାର୍ଗେଟ ମଧ୍ୟ କରିଥିଲା। ତେବେ ଆଜି ସକାଳୁ ସକାଳୁ କଂଗ୍ରେସ ହରିୟାଣା ମତ ଗଣନାରେ ଆଗରେ ଥିବାର ଦେଖି ଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟରେ ଜିଲାପି ବଣ୍ଟା ଯାଇଥିଲା। ହେଲେ ପରେ ଭାଜପା ଆଗରେ ଟ୍ରେଣ୍ଡ କରୁଥିବା ଦେଖିବାକୁ ମିଳିଲା।

ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସି ସାରିଛି। ଭାଜପା କ୍ରମାଗତ ତୃତୀୟ ଥର ସରକାର ଗଢିବାକୁ ଯାଉଛି। ତେବେ ମଙ୍ଗଳବାର ସକାଳେ କଂଗ୍ରେସର ଖୁସିର ମାହୋଲ ଅଚାନକ ଦୁଃଖର ମାହୋଲରେ ବଦଳିଗଲା। ସକାଳେ କଂଗ୍ରେସ ମୁଖ୍ୟାଳୟରେ ଉତ୍ସବର ମାହୋଲ ଥିଲା କିନ୍ତୁ ଅପରାହ୍ଣ ବେଳକୁ ସବୁ କିଛି ବଦଳିଗଲା।


Enter your email to get our daily news in your inbox.

All Right Reserved By Dharitri.Com

କଟା ଘା’ରେ ଚୂନ ମାରିଲେ କେଜରିଓ୍ବାଲ, ଇସାରାରେ ରାହୁଲଙ୍କୁ କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ର ଫଳାଫଳ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇ ସରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି।...

ଭାଜପାକୁ ବଡ଼ ଝଟ୍‌କା ଦେଲା ଜମ୍ମୁ-କଶ୍ମୀର, କାରଣ ଥିଲା…

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ...

ହରିୟାଣାରେ ଧର୍ମେନ୍ଦ୍ରଙ୍କ କମାଲ, ଭାଜପାର ହ୍ୟାଟ୍ରିକ ବିଜୟ

ଚଣ୍ଡିଗଡ,୮।୧୦: ଭାରତୀୟ ଜନତା ପାର୍ଟି ଏକଜିଟ୍‌ ପୋଲ୍‌କୁ ଭୁଲ ପ୍ରମାଣିତ କରି ହରିୟାଣାରେ ପ୍ରଚଣ୍ଡ ବହୁମତ ସହ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଭାଜପା ଯେଉଁଠି...

କଂଗ୍ରେସରେ ଯୋଗଦେବେ କି ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ, ଫଳାଫଳ ପରେ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୮।୧୦: ହରିୟାଣା ଏବଂ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି ହରିୟାଣାରେ ତୃତୀୟ ଥର ପାଇଁ...

ଆରଜି କର ହସପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

କୋଲକାତା,୮।୧୦: ଆନ୍ଦୋଳନରତ କନିଷ୍ଠ ଡାକ୍ତରମାନଙ୍କ ସମର୍ଥନରେ ଆରଜି କର କଲେଜ ଏବଂ ହସପିଟାଲର ୫୦ ବରିଷ୍ଠ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର...

ଜମ୍ମୁ-କଶ୍ମୀରରେ କାମ ଦେଲାନି ୩୭୦, ବଡ଼ ଓଲଟପାଲଟ କଲେ ରାହୁଲ!

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ...

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଉଦ୍ଧବ ଠାକରେଙ୍କ ବଡ଼ ଘୋଷଣା: କଂଗ୍ରେସ-ଏନସିପି..

ପୁଣେ,୮।୧୦: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରକୁ ବଞ୍ଚାଇବା ପାଇଁ ଶିବସେନା (ଉଦ୍ଧବ...

‘ଜନତା ସଇନିଙ୍କ ଉପରେ ଦେଖାଇଲେ ଭରସା’, ହରିୟାଣା ନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୦: ହରିୟାଣାରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାୟାବ ସଇନିଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri