ପିଲାଙ୍କ ପଢା ଘରେ କ’ଣ ରଖିବେ ନ ରଖିବେ…ଏମିତି କରନ୍ତୁ ଷ୍ଟଡି ରୁମ୍‌

ପଢ଼ା ଘରର ପରିବେଶ ଭଲ ରହିଲେ ପିଲାଙ୍କ ମନରେ ସକାରାତ୍ମକ ପ୍ରଭାବ ପଡ଼େ। ତେଣୁ ଘରକୁ କିପରି ସଜାଡ଼ି ରଖିବେ ଜାଣିରଖନ୍ତୁ…
ପାଠ ପଢ଼ିବା ପାଇଁ ବାସ୍ତୁ ଅନୁସାରେ ଉତ୍ତର-ପୂର୍ବ ଦିଗ ହିଁ ସବୁଠୁ ଭଲ। ତେବେ ଦକ୍ଷିଣ କିମ୍ବା ଦକ୍ଷିଣ-ପୂର୍ବ ଦିଗରେ ଷ୍ଟଡିରୁମ୍‌ ଆଦୌ କରନ୍ତୁ ନାହିଁ। ଶିଡ଼ି ତଳେ ଥିବା ଖାଲି ସ୍ଥାନରେ ମଧ୍ୟ ପଢ଼ିବା ଘର କେବେ ବି କରନ୍ତୁ ନାହିଁ।
ପିଲାଙ୍କ ପଢ଼ିବା ଘରେ ବଡ଼ ଦର୍ପଣ, ଟିଭି, ମାଗାଜିନ୍‌, ଗେମ୍ସ କିମ୍ବା କିଛି ଅଦରକାରୀ ଜିନିଷ ରଖନ୍ତୁ ନାହିଁ। ଏସବୁ ଜିନିଷ ପିଲାଙ୍କୁ ଅନ୍ୟମନସ୍କ କରିବା ସହ ନକାରାତ୍ମକ ଊର୍ଜା ସୃଷ୍ଟି କରିଥାଏ।
ପିଲାଙ୍କ ପଢ଼ା ଟେବୁଲ ଉପରେ ଗଣେଶ ଓ ଦେବୀ ସରସ୍ବତୀଙ୍କର ଛୋଟ ମୂର୍ତ୍ତି ରଖନ୍ତୁ। ଏହା ବ୍ୟତୀତ ଟେବୁଲ ଉପରେ ଅନାବଶ୍ୟକ ସାମଗ୍ରୀ କିଛି ରଖନ୍ତୁ ନାହିଁ। ପଢ଼ାଘରକୁ ଏଭଳି ତିଆରି କରନ୍ତୁ ଯେପରି ସୂର୍ଯ୍ୟକିରଣ ଝରକା କିମ୍ବା କବାଟ ମଧ୍ୟ ଦେଇ ଘର ଭିତରକୁ ଆସୁଥିବ। ଉତ୍ତର-ପୂର୍ବ ଦିଗରେ ପଢ଼ାଘର ଥିଲେ ସୂର୍ଯ୍ୟକିରଣ ଆସିଥାଏ।
ରଙ୍ଗର ମଧ୍ୟ ମନ ଉପରେ ଢେର୍‌ ପ୍ରଭାବ ରହିଥାଏ। ତେଣୁ ପଢ଼ାଘରେ ଧଳା, ବାଦାମୀ କିମ୍ବା ସ୍କାଏ କଲର ଦିଅନ୍ତୁ। ଷ୍ଟଡି ଟେବୁଲ ଓ ଆଲମୀରା ମଧ୍ୟ ଏହି ରଙ୍ଗର କରନ୍ତୁ। ଅଧିକ ଗାଢ଼ ରଙ୍ଗର ବ୍ୟବହାର ଆଦୌ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Health Tips: ରକ୍ତଚାପକୁ ନିୟନ୍ତ୍ରଣରେ ରଖେ ଏହି ୯ ପ୍ରକାରର ଜୁସ୍‌, ପ୍ରତିଦିନ ପିଇଲେ ମିଳିବ ଲାଭ

ଉଚ୍ଚ ରକ୍ତଚାପ ଏକ ଗମ୍ଭୀର ସମସ୍ୟା ଯାହା ହୃଦରୋଗ ଏବଂ ଷ୍ଟ୍ରୋକର ଆଶଙ୍କା ବଢ଼ାଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଅନୁଯାୟୀ, ସାରା ବିଶ୍ୱରେ ୧.୨୮...

ରାଗକୁ ନିୟନ୍ତ୍ରଣରେ ରଖିବ ଏହି ଡିଭାଇସ୍‌

କେତେଜଣ ବ୍ୟକ୍ତି କଥା କଥାକେ ରାଗି ଯାଇଥାଆନ୍ତି। ପ୍ରାୟ ଅନେକ ଛୋଟବଡ଼ କଥାକୁ ନେଇ କ୍ରୋଧ ପ୍ରକାଶ କରିବାର ବହୁ ଉଦାହରଣ ରହିଛି। ତେବେ ଏହାକୁ...

ସ୍ବାସ୍ଥ୍ୟୋପକାରୀ କଳା ଚାଉଳ

କଳା ଧାନର ବୈଜ୍ଞାନିକ ନାମ ‘ଓରାଇଜା ସାଟାଇଭା ଏଲ୍‌’ ଅଟେ। ଏଥିରେ ଆନ୍ଥୋସାୟାନିନ, ଫେନୋଲିକ୍‌ ଏସିଡ୍‌ ଏବଂ ଅନ୍ୟାନ୍ୟ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟର ସମୃଦ୍ଧ ଉପାଦାନ ରହିଛି।...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଖାରୁଫୁଲ

କଖାରୁଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଅନେକ ପ୍ରକାର ଭିଟାମିନ୍‌ ଭରିରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି...

ହାର୍ଟ ଆଟାକ୍‌ରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ ଏହି ୫ ଉପାୟ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଏବଂ ଅସ୍ବାସ୍ଥ୍ୟକର ଖାଦ୍ୟପେୟ ହାର୍ଟ ଆଟାକ୍‌ ବା ହୃଦରୋଗର ଆଶଙ୍କା ବୃଦ୍ଧି ପାଇଛି। ହାର୍ଟ ଆଟାକ୍‌  ଯାହାକୁ କାର୍ଡିଆକ ଆରେଷ୍ଟ ମଧ୍ୟ...

ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ ଚାହୁଁଥିଲେ ଆପଣାନ୍ତୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର...

‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image