Posted inଖେଳ

କୋହଲିଙ୍କ ନିଷ୍ପତ୍ତି ଉପରେ ଗାଙ୍ଗୁଲି କ’ଣ କହିଲେ

ନୂଆଦିଲ୍ଲୀ,୧୬।୧: ଦକ୍ଷିଣ ଆଫ୍ରିକାଠାରୁ ୨-୧ ବ୍ୟବଧାନରେ ଟେଷ୍ଟ ସିରିଜ୍‌ ହାରିବାର ଦିନକ ପରେ ବିରାଟ କୋହଲି ଭାରିତୀୟ ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଏହା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି।

“କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ପ୍ରତ୍ୟେକ ଫର୍ମାଟରେ ଦ୍ରୁତଗତିରେ ଆଗେଇଛି। ଏହା ସମ୍ପୂର୍ଣ୍ଣ ରୂପେ ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ବୋର୍ଡ ତାଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଉଛି। ଭବିଷ୍ୟତରେ ଟିମ୍‌ ଇଣ୍ଡିଆକୁ ନୂଆ ସଫଳତାରେ ପହଞ୍ଚାଇବା ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହେବେ। ଜଣେ ମହାନ ଖେଳାଳି। ଓ୍ବେଲ ଡନ” ବୋଲି ପୂର୍ବତନ ଅଧିନାୟକ ଟୁଇଟ୍‌ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ୩୩ ବର୍ଷୀୟ କୋହଲିଙ୍କ ନେତୃତ୍ୱରେ ଭାରତ ୫୮ ଟେଷ୍ଟ ଖେଳି ୪୦ ମ୍ୟାଚ୍‌ରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ...

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ।...

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri