Posted inରାଜ୍ୟ

କେଉଁ ଦିନ ସରସ୍ବତୀ ପୂଜା ୨ ନା ୩ ତାରିଖ? ଦ୍ୱନ୍ଦ୍ୱ ଦୂର କଲେ ଶ୍ରୀମନ୍ଦିର ପ୍ରଶାସନ, ଜାଣନ୍ତୁ…

ପୁରୀ,୩୦।୧: ଚଳିତ ବର୍ଷ ସରସ୍ବତୀ ପୂଜା ତାରିଖକୁ ନେଇ ଲୋକଙ୍କ ମନରେ ଦ୍ୱନ୍ଦ୍ୱ। ଫେବୃଆରୀ ୨ରେ ପାଳିବେ ନା ୩ରେ ସେନେଇ ଦ୍ୱନ୍ଦ୍ୱ ଉପୁଜିଛି। ଏବେ ଏହି ଦ୍ୱନ୍ଦ୍ୱକୁ ଶ୍ରୀମନ୍ଦିର ପ୍ରଶାସନ ଦୂର କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇ କହିଛନ୍ତି, ଫେବୃଆରୀ ୨ରେ ସରସ୍ବତୀ ପୂଜା ପାଳନ କରାଯିବ। ବିଧି ଅନୁସାରେ ସେହି ଦିନ ରଥ କାଠ ଅନୁକୂଳ କରାଯିବ ବୋଲି ପ୍ରଶାସନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି କୁଆପଥର ବର୍ଷା, ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ...

ବର୍ଷକୁ ୨ଥର ସିବିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର,୨୦ା୨ (ସୁଚିସ୍ମିତା ସାହୁ):ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ଯ୍ୟାୟରେ...

KIIT student death row: ତଦନ୍ତ ଆରମ୍ଭକଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର,୨୦।୨(ସତ୍ୟଜିତ୍‌ ରାଉତ): KIIT University ରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ନିର୍ଯାତନା ଘଟଣାରେ...

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ୨୮କୋଟିର ଦୁର୍ନୀତି ହୋଇଛି: ମନ୍ତ୍ରୀ ନାଏକ

ଭୁବନେଶ୍ୱର,୨୦ା୨(ବନ୍ଦନା ସେଠୀ): ପଞ୍ଚାୟତିରାଜ ବିଭାଗରେ ଗତ ୫ବର୍ଷରେ ୨୮କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ।...

ପାରିବାରିକ କଳହର କରୁଣ ପରିଣତି: ମା’ଙ୍କୁ ଠେଙ୍ଗାରେ ପିଟି ମାରିଦେଲେ ପୁଅ

ନୀଳଗିରି, ୧୯।୨(ପ୍ରଶାନ୍ତ ବିଶ୍ୱାଳ): ସାମାନ୍ୟ କଳହରୁ ହିତାହିତ ଜ୍ଞାନ ଭୂଲିଗଲେ ପୁଅ। ନିଜ ଜନ୍ମକଲା ମା’ଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିବାକୁ ପଛାଇଲେ ନାହିଁ।...

ସମ୍ଭାବ୍ୟ ରୌଦ୍ରତାପଜନିତ ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୨(ସୁଚିସ୍ମିତା ସାହୁ): ଚଳିତ ବର୍ଷ ଖରାର ଉତ୍ତାପ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଅପ୍ରେଲ ମାସରେ ରୌଦ୍ରତାପ...

ବରଯାତ୍ରୀ ଶୋଭାଯାତ୍ରାରେ ଭୁଜାଲି ମାଡ଼, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ହିଞ୍ଜିଳିକାଟୁ,୧୯ା୨(ଦ୍ୱିତୀକୃଷ୍ଣ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରାରେ ଭୁଜାଲିମାଡ଼ରେ ଜଣେ ଗୁରୁତର ଘଟଣାରେ ପୋଲିସ ମଙ୍ଗଳବାର...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ

ଭୁବନେଶ୍ଵର, ୧୯।୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଶ୍ରୀ ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image