Posted inଖେଳ

ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..

ନୂଆଦିଲ୍ଲୀ,୬।୧: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ କପିଲ ଦେବଙ୍କ ଆଜି ହେଉଛି ୬୨ତମ ଜନ୍ମଦିନ। ଏହି ଅବସରରେ ଇଣ୍ଡିଆନ୍‌ ଟିମ୍‌କୁ ବିଶ୍ୱକପ୍‌ ଜିତାଇଥିବା ଏହି ପ୍ରଥମ ଅଧିନାୟକଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ତେବେ କପିଲ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ କରିବା ପରେ ସେ ଭାରତୀୟ ଦଳର କୋଚ୍‌ ପଦ ମଧ୍ୟ ସମ୍ଭାଳିଥିଲେ। ଏହି ସମୟ ମଧ୍ୟରେ ଅନେକ ସ୍ମରଣୀୟ ଘଟଣା ଘଟିଛି। ଏକଦା ତାଙ୍କର ସାଥୀ ଖେଳାଳି ଦିଲୀପ ବୈଗସରକର ଦାଉଦ ଇବ୍ରାହିମ୍‌ ଓ କପିଲଙ୍କ ବିଷୟରେ ବଡ ଖୁଲାସା କରିଥିଲେ।

୧୯୮୬ରେ ଭାରତୀୟ ଦଳର ଡ୍ରେସିଂ ରୁମ୍‌କୁ ଆସିଥିଲେ ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ। ପାକିସ୍ତାନ ବିପକ୍ଷରେ ଦଳ ମ୍ୟାଚ୍‌ ଜିତିଲେ ସମସ୍ତ ଖେଳାଳିଙ୍କୁ ଉପହାର ସ୍ବରୂପ କାର୍‌ ଦେବାକୁ କହିଥିଲେ। ଅଷ୍ଟ୍ରେଲେସିଆ କପ୍‌ ଫାଇନାଲର ଠିକ୍‌ ପୂର୍ବରୁ ଦାଉଦ ଏହା କହିଥିଲେ। ମହମୁଦ ଖେଳାଳିମାନଙ୍କର ପରିଚୟ ତାଙ୍କ ସହ କରାଇଥିଲେ। ଦାଉଦ ନିଜକୁ ବଡ ବ୍ୟବସାୟୀ ବୋଲି ପରିଚୟ ଦେଇଥିଲେ। କାଲିର ମ୍ୟାଚ୍‌ ଜିତିଲେ ସମସ୍ତଙ୍କୁ କାର୍‌ ଉପହାର ଦେବା କଥା ସେ ଦୋହରାଉଥିଲେ। ଏହି ସମୟରେ କପିଲ ଖବରଦାତା ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସାରି ଡ୍ରେସିଂ ରୁମ୍‌ ଭିତରକୁ ଆସିଥିଲେ। ଦାଉଦଙ୍କୁ ଦେଖି ସେ ତାଙ୍କୁ ସିଧାସିଧା ବାହାରକୁ ଯିବା ପାଇଁ କହିଥିଲେ। ଏହାପରେ ଦାଉଦ ବାହାରକୁ ଯାଇ ଗାଡ଼ି ଦେବିନାହିଁ ବୋଲି ରାଗରେ କହିଥିଲେ। ଯଦିଓ କପିଲ ସେତେବେଳେ ଦାଉଦଙ୍କୁ ଭଲଭାବେ ଜାଣି ନ ଥିଲେ ତଥାପି ତାଙ୍କୁ ଦେଶ ଭିତରେ କ’ଣ ବାହାରେ ମଧ୍ୟ କେହି ଧମକ ଦେଇପାରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri