Posted inUncategorized

ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୂର୍ବରୁ ଏହି ଖାନ୍‌ଙ୍କ ପ୍ରେମରେ ପାଗଳ ଥିଲେ କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର, ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୂର୍ବରୁ ଅନେକ କଳାକାରଙ୍କୁ ଡେଟ୍‌ କରିସାରିଛନ୍ତି। କିନ୍ତୁ ଶାହିଦ କପୁରଙ୍କ ସହ ତାଙ୍କ ସମ୍ପର୍କ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଥିଲା। ଫିଲ୍ମ ‘ଫିଦା’ର ଶୁଟିଂ ସେଟ୍‌ରୁ ଉଭୟ ପରସ୍ପରର ଅଧିକ ନିକଟତର ହୋଇଥିଲେ। ଏହି ସମୟରେ କରୀନା ସାହିଦଙ୍କୁ ନିଜ ଜୀବନଠାରୁ ମଧ୍ୟ ଅଧିକ ଭଲ ପାଉଥିଲେ। ଏପରିକି ସେ ଶାହିଦଙ୍କ ପାଇଁ ଶାକାହାରୀ ମଧ୍ୟ ହୋଇଯାଇଥିଲେ ବୋଲି କୁହାଯାଏ ।ଶାହିଦଙ୍କ ସହ ସେ ଅଧିକାଂ ସମୟ ବିତାଇବା ପାଇଁ କରୀନା ନିଜର ସମସ୍ତ ଫିଲ୍ମରେ ଶାହିଦଙ୍କୁ ନେବାକୁ ଫିଲ୍ମ ନିର୍ମାତାଙ୍କୁ କହୁଥିଲେ। ସେହିପରି ଫିଲ୍ମ ‘ଜବ୍‌ ଓ୍ବି ମିଟ୍‌’ରେ ଏହି ଯୋଡି ଏକତ୍ର କାମ କରିଥିଲେ। ଏହି ଫିଲ୍ମରେ ଫରଦିନ୍‌ ଖାନ୍‌ ମଧ୍ୟ ଅଭିନୟ କରିଥିଲେ। ଶାହିଦଙ୍କ ପୂର୍ବରୁ ଫରଦିନ୍‌ଙ୍କ ସହ ମଧ୍ୟ କରୀନାଙ୍କର ସିକ୍ରେଟ୍‌ ଆଫେୟାର ରହିଥିଲା।
ଖବର ଅନୁଯାୟୀ, କରୀନା ଫରଦିନ୍‌ଙ୍କ ପ୍ରେମରେ ପାଗଳ ପ୍ରାୟ ହୋଇପଡ଼ିଥିଲେ। ଫରଦିନ୍‌ ମଧ୍ୟ ତାଙ୍କୁ ନେଇ ବହୁତ ସିରିୟସ୍‌ ଥିଲେ। ବିବାହ ପାଇଁ ଫରଦିନ୍‌ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଥିଲେ। କିନ୍ତୁ ଏହାରି ମଧ୍ୟରେ ଶାହିଦଙ୍କ ସହ କରୀନାଙ୍କ ନିକଟତର ଦେଖି ସେ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଇସ୍ତଫା ଦେଲେ ଖଡ୍‌ଗେଙ୍କର କିଛି ଲାଭ ହେବ ନାହିଁ, ଆଉ ୧୫ ବର୍ଷ ଅପେକ୍ଷା କରନ୍ତୁ: ଅମିତ ଶାହା

ନୂଆଦିଲ୍ଲୀ,୧୮।୧୨: ଆମ୍ବେଦକର ବିବାଦକୁ ନେଇ ଗୃହ ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ସମ୍ବିଧାନକୁ ନେଇ ବିତର୍କ ବେଳେ ରାଜ୍ୟ ସଭାରେ ସେ ଯାହା...

ଅପାଠୁଆ ସାକ୍ଷର

ସମୟ କ୍ରମେ ସବୁ ଆଜି ବଦଳି ଯାଇଛି, ବଦଳି ଯାଇଛି ଗାଁ ସ୍କୁଲର ଛପରଘର, ବଦଳି ଯାଇଛି ରାସ୍ତାଘାଟ, ବିଲବାଡି ନଈ, ନାଳର ଚେହେରା, ବଦଳି...

ସମ୍ପର୍କର ପରିସୀମା ଏତିକିରୁ ଏତିକି..

ସମସ୍ତଙ୍କୁ ନିଜର କରି ହସଖୁସିରେ ପରିବାର ଚଳାଇବା ସବୁ ଗୃହିଣୀଙ୍କ ଉଦ୍ଦେଶ୍ୟ ହୋଇଥାଏ। ଏଥିପାଇଁ କଥାବାର୍ତ୍ତା ଚାଲିଚଳଣ ଉପରେ ଦୃଷ୍ଟିଦେବାକୁ ହୁଏ। ହେଲେ ଅନେକ ସମୟରେ...

ମହାକାଶରେ ସ୍ବାସ୍ଥ୍ୟାବସ୍ଥା ବିଗିଡିଗଲେ, କେମିତି ହୁଏ ମହାକାଶଚାରୀଙ୍କ ଚିକିତ୍ସା: ଜାଣନ୍ତୁ ରୋଚକ କଥା…

ନୂଆଦିଲ୍ଲୀ,୨୫।୧୧: ମହାକାଶଚାରୀମାନେ ମହାକାଶକୁ ଯାଆନ୍ତି। ସେଠାରେ ସେମାନେ ଅନେକ ପ୍ରକାରର ଅନୁସନ୍ଧାନ କରନ୍ତି, କିନ୍ତୁ ଏଥିରେ ମଧ୍ୟ ଅନେକ ଅସୁବିଧା ହୋଇଥାଏ। ମହାକାଶଚାରୀମାନେ ମହାକାଶକୁ ଗଳେ,...

ଜିନତ୍‌ ଗଲା ଘଞ୍ଚ ଜଙ୍ଗଲ

ମୟୂରଭଞ୍ଜ,୨୫।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏନ୍‌କ୍ଲୋଜରୁ ବାହାରିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’। ‘ଜିନତ୍‌’କୁ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଥିବା ଶିମିଳିପାଳ ଆରସିସିଏଫ୍‌...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

ଟଙ୍କାରେ ପ୍ରଲୋଭିତ ହେଲେନି ଚାନ୍ଦବାଲିବାସୀ: ସୁଲତା

ଭଦ୍ରକ,୧୬ା୧୧(ସନାତନ ରାଉତ): ରଙ୍ଗ ବଦଳାଇଲେ ଲୋକଙ୍କ ଭଲପାଇବା ନେଇପାରିବେନି କି ସେମାନଙ୍କ ହୃଦୟ ପରିବର୍ତ୍ତନ କରିପାରିବେ ନାହିଁ। ଭଦ୍ରକ ଜିଲା ଧାମରାରେ ବିଜେଡି ପକ୍ଷରୁ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri