ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ ଗରିବଙ୍କ ଚିଟ୍‌ଫଣ୍ଡ ଟଙ୍କା ଖାଇଥିବା ଲୋକଙ୍କୁ ସାବାଡ଼ କରାଯିବ।

୧୮ ମାସ ମଧ୍ୟରେ ସେଭଳି ଲୋକଙ୍କୁ ଓଲଟା ଲଟକାଇ ସିଧା କରାଯିବ। ଏଥିସହିତ ଶାହା ଆଉ କିଛି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ବ୍ୟାପକ ଜଳସେଚନ ବ୍ୟବସ୍ଥା କରାଯିବ, ଆଖୁ ଚାଷୀଙ୍କୁ ସମୃଦ୍ଧ କରିବା ବ୍ୟବସ୍ଥା କରାଯିବ।

ଗଞ୍ଜାମ ନବୀନ ବାବୁଙ୍କ ଜିଲା ହେଲେ ଏଠାରେ ଗୋଟିଏ ବି କାରଖାନା ବସିନି
ଆମକୁ ଜିତାନ୍ତୁ, ଗଞ୍ଜାମକୁ ଦେଶର ନମ୍ବର ଓ୍ବାନ୍‌ ଜିଲା କରାଯିବ। ନବୀନ ବାବୁ ସରକାର ଚଳାଉଛନ୍ତି କି ପ୍ରଶ୍ନ କରିଥିଲେ ଶାହା। ଏଠାରେ ବାବୁମାନେ ସରକାର ଚଳାଉଛନ୍ତି। ଶାହା କହିଛନ୍ତି, ଯଦି ବାବୁଙ୍କୁ ଦେବାର ଥିଲା, ଓଡ଼ିଆ ବାବୁଙ୍କୁ ହେଲେ ଦେଇଥାନ୍ତେ
ନବୀନ ଓ୍ବାନ ନେଶନ, ଓ୍ବାନ୍‌ ରାଶନ କାର୍ଡ କରୁନାହାନ୍ତି। ରାଶନ ହଡ଼ପ କରିବା ଲକ୍ଷ୍ୟରେ ତାଙ୍କ ବାବୁମାନେ ଏହା ଲାଗୁ କରୁନାହାନ୍ତି ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri