Posted inଜାତୀୟ

ଭାଜପାର ଲୋକପ୍ରିୟତା ବଢିଛି ନା କମିଛି, ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ଆଉ କିଛି ଦିନ ବାକି ଅଛି। ଏପ୍ରିଲ ୧୯ରେ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ପ୍ରସିଦ୍ଧ ପତ୍ରିକା ନ୍ୟୁଜୱିକ୍‌କୁ ଏକ ସାକ୍ଷାତକାର ଦେଇଛନ୍ତି, ଏଥିରେ ସେ ବିଭିନ୍ନ ପ୍ରସଙ୍ଗ ବିଷୟରେ ଖୋଲାଖୋଲି ଆଲୋଚନା କରିଛନ୍ତି।
ଆଗାମୀ ଲୋକ ସଭା ନିର୍ବାଚନକୁ ମୋଦୀ କହିଛନ୍ତି, ପ୍ରତିଶ୍ରୁତି ପୂରଣ କରିବାରେ ତାଙ୍କ ସରକାରଙ୍କର ଏକ ଉତ୍କୃଷ୍ଟ ରେକର୍ଡ ରହିଛି। ସାଧାରଣତଃ ଲୋକପ୍ରିୟ ସରକାର ମଧ୍ୟ ଦ୍ୱିତୀୟ କାର୍ଯ୍ୟକାଳ ଶେଷ ସୁଦ୍ଧା ସମର୍ଥନ ହରାଇବା ଆରମ୍ଭ କରି ଦେଇଥାନ୍ତି। ଗତ କିଛି ବର୍ଷ ମଧ୍ୟରେ ବିଶ୍ୱର କେତେକ ଦେଶରେ ସରକାରଙ୍କ ପ୍ରତି ଅସନ୍ତୋଷ ବୃଦ୍ଧି ପାଇଛି କିନ୍ତୁ ଭାରତ ଏହାର ବ୍ୟତିକ୍ରମ ଭାବରେ ଦେଖା ଦେଇଛି। ଭାରତରେ ଭାଜପା ସରକାର ପ୍ରତି ଲୋକଙ୍କ ସମର୍ଥନ ବୃଦ୍ଧି ପାଉଛି।
ଭାରତକୁ ଗଣତନ୍ତ୍ରର ମା’ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୧୯ ସାଧାରଣ ନିର୍ବାଚନରେ ୬୦୦ ମିଲିୟନରୁ ଅଧିକ ଲୋକ ଭୋଟ ଦେଇଛନ୍ତି ଏବଂ ବର୍ତ୍ତମାନ ୯୭୦ ମିଲିୟନରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ବ୍ୟବହାର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଭାରତ: ଦଳରୁ ବାଦ୍‌ ପଡ଼ିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍‌ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ...

ନୀତୀଶଙ୍କୁ ବଡ଼ ଅଫର୍‌ ଦେଲେ ଲାଲୁ: କହିଲେ, ତୁମ ପାଇଁ ଆମ…

ପାଟନା,୩ା୧:୨୦୨୫ ଶେଷ ଆଡ଼କୁ ବିହାର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ପଲ୍‌ଟୁରାମ ନାମରେ ପରିଚିତ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନ୍‌ଡିଏ ଛାଡ଼ି ମହାମେଣ୍ଟକୁ ଫେରିବା ନେଇ...

ନୂଆବର୍ଷରେ ଘରେ ଏକୁଟିଆ ଥିବା ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର: ପଡ଼ୋଶୀ ଗିରଫ

ମୁମ୍ବାଇ, ୨ା୧: ଦେହ ଭୋକରେ ୪ ବର୍ଷର ନିଷ୍ପାପ ଶିଶୁକୁ ଜଣେ ୨୮ ବର୍ଷୀୟ ପଡ଼ୋଶୀ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏଭଳି ଏକ...

ସ୍ପିଡ୍‌ ବ୍ରେକର ଅତିକ୍ରମ ବେଳେ ଜାର୍କିଂରେ ଫେରିଲା ହୃଦ୍‌ଘାତ ମୃତକଙ୍କ ଜୀବନ

ନୂଆଦିଲ୍ଲୀ,୨ା୧: ମହାରାଷ୍ଟ୍ର କୋହ୍ଲପୁର ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କୁ ହୃଦ୍‌ଘାତ ହେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶେଷକୃତ୍ୟ ପାଇଁ ପଣ୍ଡୁରଙ୍ଗ...

ଫେସବୁକ୍‌ ପ୍ରେମିକାଙ୍କୁ ଭେଟିବା ଲାଗି ପାକିସ୍ତାନ ସୀମା ଡେଇଁଥିଲେ ୟୁପିର ଯୁବକ, ଗିରଫ ହେବା ପରେ ଫସାଇଦେଲେ…

ଅଲିଗଡ଼/ଲାହୋର,୨।୧: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ। ଦେଖୁଦେଖୁ ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ବିତିଯାଇଥିଲା ଅଢ଼େଇ ବର୍ଷ। ଏଣୁ ପ୍ରେମିକାକୁ ଥରେ...

ମ୍ୟାନେଜରଙ୍କୁ ହତ୍ୟା କଲେ ଦୁଇ ପୋଲିସ କନ୍‌ଷ୍ଟେବଳ

ନୂଆଦିଲ୍ଲୀ,୨ା୧: ହିମାଚଳପ୍ରଦେଶର ଡାଲ୍‌ହାଉସି ନିକଟ ବାନିଖେତ୍‌ର ଏକ ଘରୋଇ ରିସର୍ଟରେ ନୂଆବର୍ଷ ଉତ୍ସବ ପାଳନ ବେଳେ ଖାଦ୍ୟ ଓ ମଦ ପରିବେଷଣ କରିବାକୁ ନେଇ ପୋଲିସ...

‘ଆମରଣ ଅନଶନ’ରେ ବସିଲେ ପ୍ରଶାନ୍ତ କିଶୋର, ଜାଣନ୍ତୁ କାରଣ…

ପାଟନା,୨।୧: ବିହାର ଲୋକ ସେବା ଆୟୋଗ(ବିପିଏସ୍‌ସି) ପରୀକ୍ଷାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଏସବୁ ମଧ୍ୟରେ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ଗୁରୁବାର...

ଆୟ କମ୍‌ ପାଇଁ ଋଣ ନେବାକୁ ବାଧ୍ୟ ହେଉଛନ୍ତି ଜନତା, ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨।୧: ୱାୟାନାଡ଼ ଏମ୍‌ପି ତଥା କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ବର୍ତ୍ତମାନର ସରକାରଙ୍କ ଆର୍ଥିକ ନୀତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri