ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା ୧୩।୧: ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଲେ ପାଚିକାଙ୍କ ସମେତ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ପୌରପାଳିକା ୮ନଂ ୱାର୍ଡ ଅଧୀନ ମନକରପୁର ପ୍ରାଥମିକ ବିଦ୍ୟାଳୟରେ । ଶନିବାର ସକାଳୁଆ ବିଦ୍ୟାଳୟ ଥିବା ବେଳେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ଚାଲିଥିଲା।
ଭାତ ରୋଷେଇ ପାଇଁ ଚୁଲି ଲାଗିଥିବା ବେଳେ ଅଣ୍ଡା ସିଝାଇବା ପାଇଁ ଗ୍ୟାସ ବ୍ୟବହାର କରାଯାଇଥିଲା। । ତେବେ ହଠାତ କୌଣସି କାରଣରୁ ସିଲିଣ୍ଡରରେ ନିଆଁ ଲାଗିଯିବାରୁ ପାଚିକା ଜଣଙ୍କ ଦୌଡି ଆସି ଅନ୍ୟମାନଙ୍କୁ ଡାକିଥିଲେ।
ଏହି ସମୟରେ ରୋଷେଇଘର ନିଆଁ ବ୍ୟାପିଯିବା କାରଣରୁ ସମସ୍ତ ରୋଷେଇ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ତେବେ ବିଦ୍ୟାଳୟ ପରିସରରେ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ବାହାରକୁ ଅଣାଯାଇଥିବା ବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି  ନିଆଁକୁ ଆୟତ କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image