ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା ୧୩।୧: ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଲେ ପାଚିକାଙ୍କ ସମେତ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ପୌରପାଳିକା ୮ନଂ ୱାର୍ଡ ଅଧୀନ ମନକରପୁର ପ୍ରାଥମିକ ବିଦ୍ୟାଳୟରେ । ଶନିବାର ସକାଳୁଆ ବିଦ୍ୟାଳୟ ଥିବା ବେଳେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ଚାଲିଥିଲା।
ଭାତ ରୋଷେଇ ପାଇଁ ଚୁଲି ଲାଗିଥିବା ବେଳେ ଅଣ୍ଡା ସିଝାଇବା ପାଇଁ ଗ୍ୟାସ ବ୍ୟବହାର କରାଯାଇଥିଲା। । ତେବେ ହଠାତ କୌଣସି କାରଣରୁ ସିଲିଣ୍ଡରରେ ନିଆଁ ଲାଗିଯିବାରୁ ପାଚିକା ଜଣଙ୍କ ଦୌଡି ଆସି ଅନ୍ୟମାନଙ୍କୁ ଡାକିଥିଲେ।
ଏହି ସମୟରେ ରୋଷେଇଘର ନିଆଁ ବ୍ୟାପିଯିବା କାରଣରୁ ସମସ୍ତ ରୋଷେଇ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ତେବେ ବିଦ୍ୟାଳୟ ପରିସରରେ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ବାହାରକୁ ଅଣାଯାଇଥିବା ବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି  ନିଆଁକୁ ଆୟତ କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀମନ୍ଦିରରେ ଦୀପାବଳି, ବଡ଼ବଡୁଆଙ୍କୁ ଡାକିବେ ଭକ୍ତ

ପୁରୀ,୧ା୧୧: ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ।  ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ...

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି...

ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ...

ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ

ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ...

ବାପ-ପୁଅ ହତ୍ୟା ମାମଲା: ଧରାପଡ଼ିଲେ ୪ ଅଭିଯୁକ୍ତ

ପୁରୀ,୩୧।୧୦(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ସମଙ୍ଗରାରେ ଘଟିଥିବା ଡବଲ ମର୍ଡର ଘଟଣାରେ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁରୀ ପୋଲିସ l ଗିରଫ...

ପୁରୀରେ ବାଣ ବସ୍ଫୋରଣ: ୩ ଗୁରୁତର

ପୁରୀ,୩୧।୧(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ...

ମାର୍ଶାଲଆର୍ଟ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ

ଅନୁଗୋଳ ଅଫିସ,୩୧।୧୦(ମାନସ ବିଶ୍ୱାଳ): ଅନ୍ତର୍ଜାତୀୟ ୪ର୍ଥ ବିଶ୍ୱ ସ୍କୋଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା ଉଜବେଗିସ୍ଥାନରେ ନଭେମ୍ବର ୨ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ...

ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri