ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୪ା୧୦: ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ ଫଳିଯିବା ଭଳି ଲକ୍ଷଣ ଦେଖାଯାଇଥାଏ।

ଏମ୍‌ପକ୍ସ ପରୀକ୍ଷା କିଟ୍‌କୁ ଆଲିନିଟି ଏମ୍‌ ଏମ୍‌ପିଏକ୍ସଭି ଆସି କୁହଯାଉଛି। ଆବୋଟ୍ଟ ମଲିକୁଲାର ସଂସ୍ଥା ଏହାର ବିକାଶ କରିଛି। ଆଫ୍ରିକୀୟ ଦେଶଗୁଡ଼ିକରେ ମଙ୍କିପକ୍ସ ବ୍ୟାପୁଥିବାରୁ ଏହାର ତ୍ୱରିତ୍‌ ଓ ଉପଯୁକ୍ତ ପରୀକ୍ଷା ଆବଶ୍ୟକ ହୋଇଛି। କାରଣ ଏହି ରୋଗ ଶୀଘ୍ର ଚିହ୍ନଟ ହେଲେ ଉପଯୁକ୍ତ ସମୟରେ ଚିକିତ୍ସା କରାଯିବା ସହ ସଂକ୍ରମଣକୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ, ୪।୧୦: ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ...

୫ ବର୍ଷରେ ପ୍ରଥମ ସାମ୍ନାକୁ ଆସିଲେ ଇରାନ ଇରାନ ସୁପ୍ରିମ୍ ଲିଡର ଖମେନେଇ; ଇସ୍ରାଏଲକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ, ୪।୧୦: ଶୁକ୍ରବାର ତେହେରାନର ଗ୍ରାଣ୍ଡ ମସଜିଦରେ ହଜାର ହଜାର ଲୋକ ଏକତ୍ରିତ ହୋଇ ହିଜବୁଲ ମୁଖ୍ୟ ହାସନ ନାସରାଲ୍ଲାଙ୍କ ସ୍ମୃତିରେ ପ୍ରାର୍ଥନା କରିଛନ୍ତି। ପ୍ରାର୍ଥନା...

ବେରୁଟ୍‌ରେ ବସିଥିବା ହେଜବୋଲ୍ଲା କମାଣ୍ଡରଙ୍କ ଉପରେ ଏୟାର ଷ୍ଟ୍ରାଇକ୍‌

ବେରୁଟ୍‌,୪।୧୦: ଇସ୍ରାଏଲର ଯୁଦ୍ଧ ବିମାନ ବେରୁଟ୍‌ର ଦହିଆ ଅଞ୍ଚଳରେ ଏକ ଭୂତଳ ବଙ୍କର ଉପରେ ଆକ୍ରମଣ କରିଛି। କୁହାଯାଉଛି ଯେ ହେଜବୋଲ୍ଲାର ବରିଷ୍ଠ ନେତାମାନେ ଏଠାରେ...

ହମାସ୍‌ ସରକାରୀ ମୁଖ୍ୟ, ୨ ଶୀର୍ଷ ନେତା ନିହତ

ଜେରୁଜେଲମ୍‌,୪ା୧୦: ଇସ୍ରାଏଲ୍‌ ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ ସରକାର ମୁଖ୍ୟ ରାଓ୍ବହି ମୁଶ୍‌ତାହା ନିହତ ହୋଇଛନ୍ତି। ୩ ମାସ ପୂର୍ବେ ଗାଜାର ଏକ ଭୂତଳ ପରିସରକୁ ଟାର୍ଗେଟ କରି...

ବ୍ୟାନ୍‌ ହୋଇଯିବ OnePlus, iQOO, POCO, ଚାଇନା କମ୍ପାନୀକୁ ନେଇ…

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା କମ୍ପାନୀ ସ୍ମାର୍ଟଫୋନର ଚାହିଦା ବହୁତ ଅଧିକ। ବର୍ତ୍ତମାନ, ଦେଶରେ OnePlus, iQOO, POCO ଭଳି ବ୍ରାଣ୍ଡଗୁଡ଼ିକ ଟ୍ରେଣ୍ଡରେ ଅଛି। ଫ୍ଲିପକାର୍ଟର ଫେଷ୍ଟିଭାଲ...

ଅର୍ଥନୀତିକୁ ଯୁଦ୍ଧ ଭୟ

ମୁମ୍ବାଇ/ନ୍ୟୁୟର୍କ,୪ା୧୦: ପାର୍ବଣ ଋତୁରେ ସାଧାରଣତଃ ଭାରତୀୟ ଶେୟାର ବଜାର ଫୁଲିଉଠିଥାଏ। କିନ୍ତୁ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅକ୍ଟୋବର ଆରମ୍ଭରୁ ଷ୍ଟକ୍‌ ମାର୍କେଟ...

ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ

ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍‌ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ...

ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁର ୭ ଦିନ ମଧ୍ୟରେ ଜନ୍ମ ନେଲେ ୧୦୦ ‘ନସରାଲ୍ଲା’

ବେରୁଟ୍‌,୩।୧୦: ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତ୍ୟୁକୁ ନେଇ ଅନେକ ମୁସଲମାନ ଦେଶ ଚିନ୍ତା ପ୍ରକଟ କରିଛନ୍ତି। ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁକୁ ନେଇ କ୍ରୋଧିତ ଲୋକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri