Posted inUncategorized

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କେଉଁମାନେ କରିପାରିବେ ଆବେଦନ: ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୯।୭: ଅନେକ ଯୋଜନା ଦେଶର ନାଗରିକଙ୍କ ପାଇଁ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ। ଦେଶର କୋଟି ଲୋକ ସରକାରୀ ଯୋଜନାର ଲାଭ ଉଠାନ୍ତି। ନିଜର ଏକ ଘର ରହିବା ସମସ୍ତଙ୍କ ଜୀବନରେ ଏକ ବଡ଼ ସ୍ବପ୍ନ। କିନ୍ତୁ ଅନେକ ଲୋକ ଘର କରିବା ପାଇଁ ପର୍ଯ୍ୟାପ୍ତ ପୁଞ୍ଜି ସଂଗ୍ରହ କରିବାରେ ଅସମର୍ଥ। ଏହିପରି ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ।
୨୦୧୫ରେ ଭାରତ ସରକାରଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଅଧୀନରେ ଲାଭ ପାଇବା ପାଇଁ କିଛି ଯୋଗ୍ୟତା ମାନଦଣ୍ଡ ସ୍ଥିର କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଲାଭ ପାଇବାକୁ ଆବେଦନକାରୀଙ୍କ ବାର୍ଷିକ ପାରିବାରିକ ଆୟ ୩ ଲକ୍ଷରୁ ଅଧିକ ହେବା ଉଚିତ ନୁହେଁ।
୩ ଲକ୍ଷରୁ କମ୍‌ ଆୟ ଥିବା ଲୋକମାନେ ଏହି ଯୋଜନାରେ ଲାଭ ପାଇପାରିବେ। ଯେଉଁମାନଙ୍କ ପାଖରେ ଚାଳ ଘର ଅଛି ସେମାନଙ୍କୁ ପକ୍କା ଘର ନିର୍ମାଣ ପାଇଁ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ଦିଆଯିବ।
ଏହି ଯୋଜନାରେ ୨.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବସିଡି ସରକାର ଯୋଗାଇ ଦେଇଛନ୍ତି। ଏହି ଯୋଜନା ଅଧୀନରେ ପ୍ରାପ୍ତ ପ୍ରଥମ କିସ୍ତି ହେଉଛି ୫୦ ହଜାର ଟଙ୍କା, ଦ୍ୱିତୀୟ କିସ୍ତି ହେଉଛି ୧.୫ ଲକ୍ଷ ଏବଂ ଶେଷ ଅର୍ଥାତ୍‌ ତୃତୀୟ କିସ୍ତି ହେଉଛି ୫୦ ହଜାର ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପୂର୍ବରୁ ମିଶୋରେ ୮.୫ ଲକ୍ଷ ନୂଆ ନିଯୁକ୍ତି

ଭୁବନେଶ୍ୱର,୭।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ପୂର୍ବରୁ ମିଶୋ ପ୍ରାୟ ୮.୫ ଲକ୍ଷ ନୂଆ ନିଯୁକ୍ତି (ଋତୁକାଳୀନ ଚାକିରି) ଦେବ...

ହୋଟେଲ ବାଥ୍‌ରୁମ୍‌ରେ ମହିଳାଙ୍କ ଭିଡିଓ କରୁଥିଲେ ଇଞ୍ଜିନିୟର, ପଡ଼ିଗଲେ ଧରା

ଭୁବନେଶ୍ୱର,୫ା୯: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ବାଥ୍‌ରୁମ୍‌ରେ ବୁଧବାର ଜଣେ ମହିଳା ଗାଧୋଉଥିବା ବେଳେ ଏହାର ଭିଡିଓ ଶୁଟ୍‌ କରି ଜଣେ...

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା...

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ...

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮(ସତ୍ୟଜିତ୍‌ ରାଉତ):ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଅଗଷ୍ଟ ୨୭ରୁ ୨୯ତାରିଖ ଯାଏ ସେ ଓଡ଼ିଶାରେ...

ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…

ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏନେଇ ପାଣିପାଗ...

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri