କିଏ ଥାଇଲ୍ୟାଣ୍ଡର ସବୁଠାରୁ ଯୁବ ପ୍ରଧାନମନ୍ତ୍ରୀ, ପରିବାରର ଚତୁର୍ଥ ସଦସ୍ୟ ଭାବେ ସମ୍ଭାଳିବାକୁ ଯାଉଛନ୍ତି ଏହି ପଦ

ବ୍ୟାଙ୍କକ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାୱାତ୍ରାଙ୍କ ସବୁଠାରୁ ସାନ ଝିଅ ୩୭ବର୍ଷିୟ ପେଟୋଙ୍ଗଟାର୍ନ ଶିନାୱାତ୍ରା ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ୩୧୯ସାଂସଦ ତାଙ୍କୁ ସମର୍ଥନ କରିଛନ୍ତି। ସେ ଏହି ପଦବୀରେ ଅବସ୍ଥାପିତ ହେବାକୁ ଥିବା ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ହେବେ। ସେ ଦେଶର ଦ୍ୱିତୀୟ ମହିଳା ପ୍ରଧାନମନ୍ତ୍ରୀ ହେବେ ଏବଂ ଶ୍ରେଥା ଥାଓ୍ବିସିନଙ୍କ ଉତ୍ତରାଧିକାରୀ ହେବେ।
ନୈତିକତା ଉଲ୍ଲଂଘନ ହେତୁ ବୁଧବାର ସାମ୍ବିଧାନିକ କୋର୍ଟ ଦ୍ୱାରା ଶ୍ରୀ ଥାଭିସିନଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ତାଙ୍କ ବିରୋଧରେ ଆପରାଧିକ ରେକର୍ଡ ଥିବା କ୍ୟାବିନେଟ ସଦସ୍ୟଙ୍କ ନିଯୁକ୍ତି ମାମଲା ସାମ୍ନାକୁ ଆସିଥିଲା।
ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ତାଙ୍କର ପ୍ରଥମ ସମ୍ବୋଧନରେ ପାଟୋଙ୍ଗଟର୍ନ ଶିନାୱାତ୍ରା କହିଛନ୍ତି ଯେ ଶ୍ରେଥାଙ୍କୁ ହଟାଇ ଦେବାକୁ ନେଇ ସେ ଦୁଃଖିତ। ସେ ଶ୍ରେଥା, ତାଙ୍କ ପରିବାର ଏବଂ ପାର୍ଟି ଲୋକଙ୍କ ସହ କଥା ହୋଇଥିଲେ, ଏହା ପରେ ସେ ନିଷ୍ପତ୍ତି ନେଇଥିଲେ ଯେ ଦେଶ ପାଇଁ କିଛି କରିବାର ସମୟ ଆସିଛି।
ପିତା ଥାକସିନ ଏବଂ ମାଉସୀ ୟିଙ୍ଗଲକ ସିନାୱାତ୍ରାଙ୍କ ପରେ ପ୍ରଧାନମନ୍ତ୍ରୀ ହେବାରେ ପାଟୋଙ୍ଗର୍ଟନ ହେଉଛନ୍ତି ଶିନାୱାତ୍ରା ପରିବାରର ତୃତୀୟ ସଦସ୍ୟ। ୟଙ୍ଗଲକ ଶିନାୱାତ୍ରା ଥାଇଲ୍ୟାଣ୍ଡର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ। ମେ ୭, ୨୦୧୪ ରେ ସାମ୍ବିଧାନିକ କୋର୍ଟର ନିଷ୍ପତ୍ତି ଦ୍ୱାରା ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ସହ ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରିବ ବାଂଲାଦେଶ

ଢାକା,୨୪ା୧୧: ଆଦାନୀ ଗ୍ରୁପ୍‌ ସହ ବାଂଲାଦେଶ ସରକାର ପୂର୍ବରୁ କରିଥିବା ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସମୟରେ ୨୦୦୯ରୁ ୨୦୨୪...

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ...

ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌)...

ନେତାନ୍ୟାହୁଙ୍କ ନାଁରେ ଓ୍ବାରଣ୍ଟ ଜାରି କରିଥିବା ଓକିଲ ଯୌନ ଶୋଷଣ ଅଭିଯୁକ୍ତ

ଜେରୁଜେଲମ,୨୨।୧୧: ଗାଜାରେ ଯୁଦ୍ଧ ଅପରାଧ ଅଭିଯୋଗରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ଏହା...

ଉତ୍ତର କୋରିଆ ରୁଷିଆକୁ ପଠାଇଲା ସେନା, ରିଟର୍ନ ଗିପ୍ଟରେ ମିଳିଲା ବାଘ, ଭାଲୁ

ମସ୍କୋ,୨୨।୧୧: ଉତ୍ତର କୋରିଆ ସହ ବନ୍ଧୁତାକୁ ମଜବୁତ କରିବାକୁ ରୁଷିଆ ଚେଷ୍ଟା କରୁଛି। ରୁଷିଆ ବର୍ତ୍ତମାନ ପଶୁମାନଙ୍କୁ ଏକ ମାଧ୍ୟମ ଭାବରେ ବ୍ୟବହାର କରି ଉତ୍ତର...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଧ୍ୟରେ ଟେନସନ ବଢାଇଲା ଉତ୍ତର କୋରିଆ, ଆମେରିକାକୁ ପରମାଣୁ ଆକ୍ରମଣର ଚେତାବନୀ ଦେଲେ କିମ!

ସିଓଲ,୨୨।୧୧: ଉତ୍ତର କୋରିଆର ନେତା କିମ ଜୋଙ୍ଗ ଉନ ଆମେରିକାକୁ ତିକ୍ତତା ବୃଦ୍ଧି କରୁଥିବା ଅଭିଯୋଗ କରିଛନ୍ତି ଏବଂ କୋରିଆ ଉପଦ୍ୱୀପ ପୂର୍ବରୁ ପରମାଣୁ ଯୁଦ୍ଧର...

ଗିରଫ ହେବେ କି ନେତାନ୍ୟାହୁ: ଜାଣନ୍ତୁ କ’ଣ ରହିଛି ନିୟମ

ହେଗ୍‌,୨୨ା୧୧ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଅପରାଧ ଏବଂ ଗାଜାରେ ମାନବତା ବିରୋଧରେ ଅପରାଧ ଅଭିଯୋଗ ନେଇ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି)...

ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି ମାଳଦ୍ୱୀପ

ମାଲେ,୨୨।୧୧: ମାଳଦ୍ୱୀପ ସରକାରଙ୍କ ଆଦେଶ ପୁଣି ଥରେ ସେଠାରେ କିଛି ଭାରତୀୟଙ୍କ ଚିନ୍ତା ବଢାଇ ଦେଇଛି। ଭାରତଠାରୁ ଉପହାରରେ ମିଳିଥିବା ଡୋର୍ନିଅର୍‌ ଏବଂ ହେଲିକପ୍ଟରକୁ ଉଡ଼ାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri