Posted inଖେଳ

କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ଭଲ ପସନ୍ଦ କରନ୍ତି ଭାରତୀୟ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍‌ ଷ୍ଟାଇଲ୍‌ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି ଆସନ୍ତୁ ଜାଣିବା..

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବଟର୍‌ ଚିକେନ୍‌ ସହ ନାନ୍‌ ଖାଇବାକୁ ପସନ୍ଦ କରନ୍ତି।

ବିରେନ୍ଦ୍ର ସେହ୍ବାଗ
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ବିରିୟାନୀ ଖାଇବାକୁ ବେଶୀ ଭଲ ପାଆନ୍ତି।

ରାହୁଲ ଦ୍ରାଭିଡ
ଦ ଓ୍ବାଲ୍‌ ନାମରେ ପରିଚିତ ରାହୁଲ ଦ୍ରାଭିଡ କଙ୍କଡା ତରକାରୀ ଖାଇବାକୁ ପସନ୍ଦ କରନ୍ତି।

ସୁରେଶ ରାଇନା
ସୁରେଶ ରାଇନା ଚିକେନ କବାବ ଖାଇବାକୁ ଭଲ ପାଆନ୍ତି।

ରୋହିତ ଶର୍ମା
ଭାରତୀୟ ଦଳର ଓପନର୍‌ ଆଳୁ ପରଟା ଖାଇବାକୁ ଖୁବ୍‌ ପସନ୍ଦ କରନ୍ତି।

ବିରାଟ କୋହଲି
ଭାରତୀୟ ଅଧିନାୟକ ବିରାଟ କୋହଲି ଜାପାନିଜ୍‌ ଫୁଡ୍‌ ସୁଶି ଖାଇବାକୁ ଭଲ ପାଆନ୍ତି।
ସଚିନ ତେନ୍ଦୁଲକର
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ଚିଙ୍ଗୁଡି ଏବଂ ମାଛ ମସଲା ଖାଇବାକୁ ପସନ୍ଦ କରନ୍ତି।

ମୁରଲି ବିଜୟ
ମୁରଲି ବିଜୟଙ୍କୁ ସମ୍ପୂର୍ଣ୍ଣ ଦେସୀ ଭାତ ଏବଂ ଡାଲି ଖାଇବାକୁ ଭଲ ପାଆନ୍ତି।

ଯୁବରାଜ ସିଂ
ଯୁବରାଜ ସିଂଙ୍କୁ ମଟର ପନିର ଏବଂ ଭାତ ଖାଇବାକୁ ପସନ୍ଦ।

ରବିଚନ୍ଦ୍ରନ ଅଶ୍ୱିନ
ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମା’ଙ୍କ ହାତରନ୍ଧା ପନିର୍‌ କ୍ୟାପ୍ସିକମ୍‌ ଖାଇବାକୁ ଭଲ ଲାଗେ

ହରଭଜନ ସିଂ
ହରଭଜନ ସିଂଙ୍କୁ ଦହି ଏବଂ ଆଚାର ଖାଇବାକୁ ଭଲ ଲାଗେ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ...

କ୍ରିକେଟଜଗତରେ ହଇଚଇ: ଗମ୍ଭୀରଙ୍କୁ ଦୋମୁହାଁ କହି ବଡ଼ ଅଭିଯୋଗ ଆଣିଲେ…

ନୂଆଦିଲ୍ଲୀ,୯।୧: ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ ଟିମ୍‌ ଲଜ୍ଜାଜନକ ପରାଜୟ ହାସଲ କରିଥିଲା। ଟିମ୍‌ ଇଣ୍ଡିଆ ୧-୩ରେ ସିରିଜ ହାରି ଯାଇଥିଲା। ଭାରତର ଏହି ପ୍ରଦର୍ଶନକୁ ନେଇ...

‘ଏହି କ୍ରିକେଟର ହେବେ ଭାରତର ଆଗାମୀ ଅଧିନାୟକ’; ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୯।୧: ଭାରତର ଭେଟେରାନ ବ୍ୟାଟ୍ସମ୍ୟାନ୍‌ ସୁନୀଲ ଗାଭାସ୍କର ବଡ଼ ବୟାନ ଦେଇଛନ୍ତି। ରୋହିତ ଶର୍ମାଙ୍କ ପରେ ଭାରତୀୟ ଦଳର ଅଧିନାୟକ କିଏ ହେବ ସେ ତା...

କୋହଲି ଆଉଟ୍‌ ହୋଇଗଲେ ମୁଁ ଖାଏନାହିଁ…ଏମିତି କହି ଫସିଲେ ନାନା ପାଟେକର

ନୂଆଦିଲ୍ଲୀ,୯।୧: ସଦ୍ୟ ସମାପ୍ତ ବର୍ଡର-ଗାଭାସ୍କର ସିରିଜର ପ୍ରଥମ ଟେଷ୍ଟରେ କୋହଲି ଶତକ ହାସଲ କରିଥିଲେ। ଏହା ପରେ କୋହଲି ବାକି ଚାରୋଟି ମ୍ୟାଚରେ ବିଫଳ ହୋଇଥିଲେ।...

କୋହଲି ଅବସର ନେଲେ ଭୁଶୁଡି ପଡ଼ିବ ଟିମ୍‌ ଇଣ୍ଡିଆ: ଚାଞ୍ଚଲ୍ୟକର ଖୁଲାସା କଲେ ଅଷ୍ଟ୍ରେଲିୟ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ବିରାଟ କୋହଲି ଭାରତୀୟ ଦଳରୁ ବାଦ୍‌ ପଡ଼ିବେ, ସେ ଅବସର ନେବେ ଏବଂ ହୁଏତ କ୍ରିକେଟରୁ ଏକ ଛୋଟ ବିରତି ନେବେ। ଆଜିକାଲି ବିରାଟଙ୍କ...

ଆଉଜଣେ ଭାରତୀୟ କ୍ରିକେଟର ସୋସିଆଲ ମିଡିଆରୁ ହଟାଇଲେ ସ୍ତ୍ରୀଙ୍କ ଫଟୋ, ପରସ୍ପରକୁ କଲେ ଅନଫଲୋ, ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୯।୧: ନିକଟ ଅତୀତରେ ଭାରତୀୟ ଦଳର ଅନେକ କ୍ରିକେଟରଙ୍କ ଛାଡପତ୍ର ହୋଇଛି। ଶିଖର ଧାୱନ ଏବଂ ଆୟେଶା ମୁଖାର୍ଜୀଙ୍କ ପରେ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା...

ଧନଶ୍ରୀଙ୍କ ସହ ଛାଡପତ୍ର ହେଲେ ଚହଲଙ୍କୁ ହେବ ବଡ଼ କ୍ଷତି! ଜାଣନ୍ତୁ ଦୁହିଁଙ୍କ ମଧ୍ୟରୁ ଧନୀ କିଏ

ନୂଆଦିଲ୍ଲୀ,୯।୧: ଚର୍ଚ୍ଚାରେ ଷ୍ଟାର ଦମ୍ପତି। ଭାରତୀୟ କ୍ରିକେଟ ଟିମ୍‌ର ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀଙ୍କ ଛାଡପତ୍ର ନେଇ ଜୋର ଧରିଛି ଚର୍ଚ୍ଚା। ପରସ୍ପର ସୋସିଆଲ ମିଡିଆରୁ...

ଆୟକର ବିଭାଗରୁ ଦେଢ ଲକ୍ଷ ଦରମା ପାଆନ୍ତି ଚହଲ! ବିସିସିଆଇ-ଆଇପିଏଲରୁ ମିଳେ ମୋଟା ଅଙ୍କର ଦରମା

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟ ଦଳର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଜୀବନରେ ଅସ୍ଥିରତା ଦେଖାଯାଇଛି। ଚହଲ ତାଙ୍କ ସ୍ତ୍ରୀ ଧନଶ୍ରୀଙ୍କଠାରୁ ଛାଡପତ୍ର ନେଇ ଚର୍ଚ୍ଚାରେ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri