ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର ଆଇକନିକ ଚରିତ୍ର ସହିତ ସମସ୍ତଙ୍କୁ ହୃଦୟ ଜିତିଛନ୍ତି। ଏବେ ବି ଲୋକମାନେ ତାଙ୍କ ଝଲକ ପାଇବା ପାଇଁ ପାଗଳ ହୋଇଯାଆନ୍ତି। ଶାହାରୁଖଙ୍କ ବୟସ ବଢୁଛି କିନ୍ତୁ ସେ ଏବେ ବି ହ୍ୟାଣ୍ଡ୍‌ସମ୍‌ ଅଛନ୍ତି। ସେ ଦୁନିଆର ସବୁଠୁ ସୁନ୍ଦର ଅଭିନେତା ତାଲିକାରେ ମଧ୍ୟ ସ୍ଥାନ ପାଇଛନ୍ତି।

ପ୍ରସିଦ୍ଧ ସେଲିବ୍ରିଟି ପ୍ଲାଷ୍ଟିକ ସର୍ଜନ ଡା. ଜୁଲିଆନ ଡି’ସିଲଭାଙ୍କ ଦ୍ୱାରା କରାଯାଇଥିବା ବୈଜ୍ଞାନିକ ଅଧ୍ୟୟନ ଉପରେ ଆଧାର କରି ସେ ଶ୍ରେଷ୍ଠ ୧୦ ସବୁଠୁ ସୁନ୍ଦର ଅଭିନେତା ତାଲିକା ଚିହ୍ନଟ କରିଛନ୍ତି।

ଏହି ତାଲିକାରେ ଶାହାରୁଖ ଖାନ ୧୦ ନମ୍ବରରେ ଅଛନ୍ତି। ଏହି ତାଲିକାରେ ସେ ଏକମାତ୍ର ଭାରତୀୟ ଅଭିନେତା ଏବଂ ତାଙ୍କର ସ୍କୋର ୮୬.୭୬ ପ୍ରତିଶତ ଥିଲା। ଏହି ତାଲିକାରେ ଆରୋନ ଟେଲର-ଜନସନ ପ୍ରଥମ ସ୍ଥାନରେ ଅଛନ୍ତି। ଦ୍ୱିତୀୟ ସ୍ଥାନରେ ଲୁସିଏନ ଲାଭିସ୍କାଉଣ୍ଟ ଏବଂ ପଲ ମେସ୍କାଲ ତୃତୀୟ ସ୍ଥାନରେ ଅଛନ୍ତି। ରୋବର୍ଟ ପାଟିନ୍ସନ ଏବଂ ଜ୍ୟାକ ଲୋଏନ ଚତୁର୍ଥ ଏବଂ ପାଞ୍ଚ ନମ୍ବରରେ ଅଛନ୍ତି। ଷଷ୍ଠ ସ୍ଥାନରେ ଜର୍ଜ କ୍ଲୁନି ଏବଂ ପରେ ନିକୋଲାସ ହୋଲ୍ଟ ଚାଲର୍‌ସ ମେଲଟନ ଅଷ୍ଟମ ସ୍ଥାନରେ ଏବଂ ଇଡ୍ରିସ ଏଲବା ନଅ ନମ୍ବରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା...

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image