କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ: ରେସ୍‌ରେ ଅଛି ଏମାନଙ୍କ ନାଁ…

ଭୁବନେଶ୍ୱର,୨୭।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍‌ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ମନୋଜ କେନ୍ଦ୍ରରେ ଏବେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଛି।
ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍‌ରେ ଅନେକ ଆଇଏଏସ୍‌ ଅଛନ୍ତି। ବରିଷ୍ଠ ଦୃଷ୍ଟିରୁ ୧୯୯୧ ବ୍ୟାଚ୍‌ର ଆଇଏଏସ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଗରେ ରହିଛନ୍ତି। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାଁକୁ ନେଇ ବି ଚର୍ଚ୍ଚା ଲାଗି ରହିଛି। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର...

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର...

୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ...

ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ...

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri