ଲଣ୍ଡନର ସେନା ସଂଗ୍ରହାଳୟରେ ଭାରତର ଗୌରବ ଦେଖିଲା ସାରା ଦୁନିଆ…

ଲଣ୍ଡନ, ୩୦।୯: ଲଣ୍ଡନର ଜାତୀୟ ସେନା ସଂଗ୍ରହାଳୟରେ ଭାରତର ସାହସିକତା ଦେଖିବାକୁ ମିଳିଛି। ଏଠାରେ ପ୍ରଥମ ବିଶ୍ୱଯୁଦ୍ଧର ବ୍ରିଟିଶ ଭାରତୀୟ ସେନା ସୈନିକ ଶୀର୍ଷକ ଏକ ପ୍ରଦର୍ଶନୀ ସ୍ଥାପନ କରାଯାଇଛି। ଏହା ମାଧ୍ୟମରେ ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ବ୍ରିଟିଶ ଭାରତୀୟ ସେନାର ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଖାଯାଇଛି।

ସଂଗ୍ରହାଳୟର ଯୋଗାଯୋଗ ଅଧିକାରୀ ଜୁଲିୟାନ ଫରାନ୍ସ କହିଛନ୍ତି ୟୁନାଇଟେଡ ସର୍ଭିସ ଇନଷ୍ଟିଚ୍ୟୁଶନ ଅଫ ଇଣ୍ଡିଆର ସହଯୋଗରେ ଆୟୋଜିତ ଏହି ପ୍ରଦର୍ଶନୀରେ ପ୍ରଥମ ବିଶ୍ୱଯୁଦ୍ଧରେ ବ୍ରିଟିଶ ଭାରତୀୟ ସେନା ଏବଂ ଏହାର ଭାରତୀୟ ସୈନିକମାନଙ୍କର ଇତିହାସ ରହିଛି। ସେ କହିଛନ୍ତି ଏହା ଏକାଧିକ ଫ୍ରଣ୍ଟ ଏବଂ ଅପରେଶନ ମଧ୍ୟରେ ସେମାନଙ୍କର ସମ୍ପୂର୍ଣ୍ଣ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଆଲୋକିତ କରେ ।

ଫୋରେନ୍ସ କହିଛନ୍ତି ବ୍ରିଟିଶ ଭାରତୀୟ ସେନାର ଇତିହାସ ଜାତୀୟ ସେନା ସଂଗ୍ରହାଳୟ ପାଇଁ ମହତ୍ୱପୂର୍ଣ ଅଟେ ଏବଂ ସଂଗ୍ରହାଳୟର ପ୍ରଥମ ସଂଗ୍ରହଗୁଡ଼ିକ ଭାରତୀୟ ସୈନିକମାନଙ୍କ ବୋଲି ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏହି ଅସ୍ଥାୟୀ ପ୍ରଦର୍ଶନୀରେ ଆମେ ପ୍ରଥମ ବିଶ୍ୱଯୁଦ୍ଧର ଇତିହାସ ଦେଖିବାକୁ ଚାହୁଁଛୁ।

ପ୍ରାୟ ୧୪ ଲକ୍ଷ ଭାରତୀୟ ସୈନିକ ପ୍ରଥମ ବିଶ୍ୱଯୁଦ୍ଧରେ ସେବା ପ୍ରଦାନ କରିଥିଲେ, ସେହି ସମୟରେ ଏହା ହେଉଛି ଏକତ୍ରିତ ହୋଇଥିବା ସର୍ବ ବୃହତ ସ୍ବେଚ୍ଛାସେବୀ ସେନା। ଏହି ପ୍ରଦର୍ଶନୀ ୧୯୧୪ ରୁ ୧୯୧୮ ପର୍ଯ୍ୟନ୍ତ ୱେଷ୍ଟର୍ଣ୍ଣ ଫ୍ରଣ୍ଟ, ଗାଲିପୋଲି ଏବଂ ମେସୋପୋଟାମିଆ ଭଳି ପ୍ରମୁଖ ପ୍ରେକ୍ଷାଳୟରେ ସେମାନଙ୍କର ଅପରିହାର୍ଯ୍ୟ ସେବାକୁ ଜୀବନ୍ତ କରି ଗଢ଼ି ତୋଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ୍‌ମସ୍‌ରେ ବି ଛାଡ଼ିଲାନି ରୁଷିଆ

କିଭ୍‌,୨୬ା୧୨: ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର...

ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…

କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ...

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ...

ରୁଷିଆ ଯାଉଥିବା ବିମାନ କ୍ରାସ୍‌, ୬୬ ମୃତ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ...

ଜେଲରୁ ବାହାରିବେ ଇମ୍ରାନ ଖାନ!

ଇସଲାମାବାଦ,୨୫।୧୨: ରାଜନୈତିକ ବିବାଦର ସମାଧାନ ପାଇଁ ପାକିସ୍ତାନ ସରକାର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବିରୋଧୀ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟଙ୍କ...

ଗାଜାରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କର ହେଉଛି ମୃତ୍ୟୁ: ଜାତିସଂଘ ଏଜେନ୍ସି

ଗାଜା,୨୫।୧୨: ମିଳିତ ଜାତିସଂଘର ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି ଫର ପାଲେଷ୍ଟାଇନ ଶରଣାର୍ଥୀ (UNRWA) ଅନୁଯାୟୀ, ଗାଜା ଘାଟିରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କୁ ହତ୍ୟା...

WHOରୁ ଓହରିଯିବ ଆମେରିକା! ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?

ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri