Posted inରାଜ୍ୟ

କାହଁକି ବିଧାନସଭାରେ କାଗଜ ଫୋପାଡ଼ିଲେ ତାରା ବାହିନୀପତି: ମିଳିଲାନି କି…

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ  ଗୃହରେ ଶୂନ୍ୟକାଳରେ ନେତା ମନ୍ତ୍ରୀ  ପ୍ରଶ୍ନ ପଚରାଉଚରା ହେଉଛନ୍ତି। ତେବେ ଏହି ସମୟରେ ଶୂନ୍ୟକାଳରେ ଜୟପୁର ବିଧାୟକ ଗୃହରେ କାଗଜ ଫୋପାଡ଼ି କକ୍ଷ ତ୍ୟାଗ କରିଛନ୍ତି।  ଶୂନ୍ୟକାଳରେ ତାଙ୍କୁ ସୁଯୋଗ ନ ମିଳିବାରୁ ବାହିନୀପତି କାଗଜ ଫୋପାଡ଼ିଛନ୍ତି। ତାରାଙ୍କୁ ବିଜେଡି  ସମର୍ଥନ କରି ପ୍ରତିବାଦ  ମଧ୍ୟ କରିଛି। ତାରାଙ୍କ ସହ ଦାଶରଥି ଗମାଙ୍ଗ, ରାଜନ ଏକ୍କା ମଧ୍ୟ କକ୍ଷ ତ୍ୟାଗ କରିଛନ୍ତି।
ତେବେ ବୁଧବାର ଗୃହରେ କୃଷି ଓ ବିଦ୍ୟୁତ ବିଭାଗର ଆଲୋଚନା ହୋଇଛି । ୨୦୨୫ ସୁଦ୍ଧା ସମସ୍ତ ରାଜସ୍ବ ଗ୍ରାମକୁ ବିଜୁଳି ପହଞ୍ଚାଇବାକୁ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ଗୃହରେ ବିଜେଡି ବିଧାୟକ ବଦ୍ରି ପାତ୍ର ପ୍ରଶ୍ନ କରିଥିଲେ ଯେ କେବେ ସୁଦ୍ଧା ସବୁ ଗାଁକୁ ବିଦ୍ୟୁତ୍ ସଂଯୋଗ କରାଯିବ। ଯାହାର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କହିଛନ୍ତି, ୨୪ ବର୍ଷ ବିଜେଡି ସରକାରରେ ଥିଲେ, ଆମେ ୩ ମାସ ହେବ ଆସିଛୁ। କାହିଁକି ଆଗରୁ ଜିଲାସ୍ତରୀୟ କମିଟି ନିୟମିତ ବସୁନଥିଲା। କିନ୍ତୁ ଆମେ ଆଶ୍ୱାସନା ଦେଉଛୁ ଏଣିକି ନିମୟିତ କମିଟି ବୈଠକ ବସିବ।
ଅନ୍ୟପଟେ ୫ଟି ସ୍କୁଲ ବିଜୁଳି ବିଲ ପେମେଣ୍ଟ ଉପରେ କେଭି ସିଂହଦେଓ କହିଛନ୍ତି, ୫ଟ ସ୍କୁଲ ବିଜୁଳି ବିଲ ପେମେଣ୍ଟ ହୋଇନି, ଯାହାର ପରିଣାମ ଭୋଗୁଛି ସ୍କୁଲ। ପଞ୍ଚାୟତକୁ ବକେୟା ବିଲ ପୈଠ କରିବାକୁ ୧୦୫ କୋଟି ଦିଆଯାଇଛି। ୫ଟି ନାଁରେ ମନଇଚ୍ଛା ସ୍କୁଲ ହୋଇଥିବାରୁ ପିଲାଏ ପରିଣାମ ଭୋଗୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri