ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ ବ୍ୟକ୍ତିତ୍ୱ ବିଷୟରେ ଅଜଣା ଥିଲେ। ଏପରିକି ହତ୍ୟାକାଣ୍ଡ ପରେ କେଉଁଭଳି ପ୍ରତିକ୍ରିୟା ପ୍ରକାଶ ପାଇବ ସେନେଇ ଅନଭିଜ୍ଞ ଥିଲେ।

ଅଭିଯୁକ୍ତ କହିଛନ୍ତି ଯେ ସିଦ୍ଧକିଙ୍କ ସୁପାରୀ ଲାଗି ୧ କୋଟି ଟଙ୍କା ମାଗିଥିଲେ। ହେଲେ ଶୁଭମ ଲୋନକର ବହୁତ ଟଙ୍କା କହି ମନା କରିଥିଲେ। କାରଣ ସେ ଭଲଭାବେ ଜାଣିଥିଲେ ଉତ୍ତର ପ୍ରଦେଶ ଲୋକଙ୍କୁ ସିଦ୍ଧକିଙ୍କ ବିଷୟରେ ସେମିତି କିଛି ଜଣାନାହିଁ। ଏଣୁ କମ୍‌ ଟଙ୍କାରେ ସେମାନେ ଏହି କାମକୁ ସହଜରେ କରିବାକୁ ରାଜି ହୋଇଯିବେ। ପନଓ୍ବେଲ ଏବଂ କଲ୍ୟାଣ ଡୋବିବଲି ଶୁଟର୍ସମାନଙ୍କ ସହ ଡିଲ୍‌ ମହଙ୍ଗା ହେବା ଯୋଗୁ ବାତିଲ ହେବା ପରେ ସୁପାରୀକୁ ଉତ୍ତର ପ୍ରଦେଶ ଶୁଟର୍ସଙ୍କୁ ଦିଆଯାଇଥିଲା। ଏଥିଲାଭି ଧର୍ମରାଜ କଶ୍ୟପ, ଗୁରନେଲ ସିଂହ ଏବଂ ଶିବକୁମାର ଗୌତମଙ୍କୁ ବଛାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର...

କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର...

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ...

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri