କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ ଆମ ହାତ ପାହାନ୍ତାରେ ଏମିତି କିଛି ଜିନିଷ ଅଛି ଯାହା ଆମକୁ ଏସବୁ ରୋଗ ବା ସ୍ବାସ୍ଥ୍ୟ ସମସ୍ୟାଠାରୁ ସହଜରେ ଦୂରେଇ ରଖିପାରିବ। ହେଲେ ଆମେ ଏହାକୁ ନିୟମିତ ଭାବେ ବ୍ୟବହାର କରିବା ଜରୁରୀ।
ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ, ଫୋଲେଟ, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ ଅକ୍ସାଲେଟ କିଡନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏହା ପାଚନ କ୍ରିୟାକୁ ନିୟନ୍ତ୍ରିତ କରିବା ସହିତ ସ୍ମୃତିଶକ୍ତି ପ୍ରଖର କରେ। ଲେମ୍ବୁପାଣି ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଫଳରେ ହାର୍ଟ ଆଟାକ, ମେଦବହୁଳତା, ରକ୍ତଚାପ ଓ ଡାଇବେଟିସ ସମସ୍ୟା ଦୂର ହୋଇଥାଏ। ଏହା ଇନସୁଲିନକୁ କ୍ରିୟାଶୀଳ କରାଇବା ସହିତ କର୍କଟ ରୋଗ ନିରାକରଣରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ଏହି ୧୦ ଅଭ୍ୟାସ ଅଛି କି? ଯୁବାବସ୍ଥାରେ ବୃଦ୍ଧ ପରି ଆସିବେ ନଜର, ତୁରନ୍ତ କରନ୍ତୁ ଉପଚାର

ବୟସ ବଢ଼ିବା ସହ ବାର୍ଦ୍ଧକ୍ୟ ଆସିବା ସ୍ବାଭାବିକ କଥା। ହେଲେ ବହୁତ ଲୋକ ଏଭଳି ଅଛନ୍ତି ଯେଉଁମାନେ କମ୍‌ ବୟସରେ ବୟସାଧିକ ଭଳି ନଜର ଆସନ୍ତି।...

ଓ୍ବିଣ୍ଡ ଚାଇମ୍‌ ଲଗାଉଥିଲେ…

ଓ୍ବିଣ୍ଡ ଚାଇମ୍‌ କେବଳ ଘରର ଶୋଭା ବଢାଏ ନାହିଁ ଏହା ଅନେକ ବାସ୍ତୁଦୋଷକୁ ବି ଠିକ୍‌ କରିଥାଏ ବୋଲି ବିଶ୍ୱାସ ରହିଛି। ତେବେ କେଉଁ କଲର୍‌ର...

ଏହି ୩ ପେଟ ସମସ୍ୟା ଦୂର କରେ ଅଦା ପାଣି, ଜାଣନ୍ତୁ ଏହାର ପ୍ରସ୍ତୁତି…

ଅଦାକୁ ଭାରତୀୟ ରୋଷେଇ ଘରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବରେ ବିବେଚନା କରାଯାଏ। ଏହାର ଔଷଧୀୟ ଗୁଣ ଏହାକୁ ଆୟୁର୍ବେଦ ଏବଂ ଘରୋଇ ଉପଚାରରେ ଏକ...

କୋଲେଷ୍ଟରଲ ନିୟନ୍ତ୍ରଣ କରେ କଦଳୀ

ଏବେ ସବୁ ରୋଗର କାରଣ ପାଲଟିଛି ଅନିୟମିତ ଜୀବନଶୈଳି। ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ସୃଷ୍ଟି ହୋଇଥାଏ ଉଚ୍ଚରକ୍ତଚାପ। ଉଚ୍ଚ ରକ୍ତଚାପ ଦେଖାଯିବାର...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image