ସଇଁତଳାରେ ବ୍ୟାପିଲା ଡେଙ୍ଗୁ: ୧୮ ଆକ୍ରାନ୍ତ ଚିହ୍ନଟ

ସଇଁତଳା,୫।୭: ବଲାଙ୍ଗୀର ଜିଲା ସଇଁତଳା ସହରରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସହରରେ ମୋଟ ୧୮ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ସଇଁତଳା ମେଡିକାଲ ଇନ୍‌ଚାର୍ଜଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ସହରର ବିଭିନ୍ନ ଡ୍ରେନେଜ୍‌ ସଫା ହୋଇ ନ ଥିବା ବେଳେ ବର୍ଷା ଜମି ରହୁଛି। ଫଳରେ ମଶା, ମାଛିଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ସହରରେ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ବଢିବା ଲୋକଙ୍କ ପାଇ ଚିନ୍ତାର କାରଣ ହୋଇଛି। ତୁରନ୍ତ ଡ୍ରେନେଜ ସଫା କରି ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ପୁରୁଷ ସହ ଅନୈତିକ ସମ୍ପର୍କ ରଖୁଥିଲେ ମା’: ପୁଅ ଦେଖିଦେବାରୁ…

ଦେବଗଡ, ୮ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳ ଚର୍ଚ୍ଚ ସାହିରେ ଗତ ଜୁନ ୧ତାରିଖ ସକାଳେ ଘଟିଥିବା ଛାତ୍ର ମିକି ସୋନେଲ(୧୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା...

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ।...

ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି...

ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ଭୁବନେଶ୍ୱର, ୮ା୭: ରବିବାର ସକାଳୁ ସକାଳୁ ବଡ଼ଦାଣ୍ଡରେ ଲାଘିଥିଲା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ। ବଡ଼ଦାଣ୍ଡରେ ପାଦ ଥାପୁ ଥାପୁ ଅନୁଭବ ହୋଇଥିଲା ପ୍ରବଳ ଗରମ...

ଖରିଫ ଚାଷ ପାଇଁ ସାର ନାହିଁ, ଧାର୍ଯ୍ୟ ଦରଠାରୁ ୪ ଶହ ଟଙ୍କା ଅଧିକରେ ହେଉଛି ବିକ୍ରି

ଝରିଗାଁ,୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବା ବେଳେ ସାର ଯୋଗାଣ ସମସ୍ୟା...

ପ୍ୟାରିସ୍‌ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ...

ସାପକାମୁଡ଼ା ରୋଗୀଙ୍କ ମୃତ୍ୟୁ ପରେ ବି ଗୁଣିଆ ଲଗାଇ ଝଡ଼ାଫୁଙ୍କା

ପାଟଣା,୮ା୭(ବୀରକିଶୋର ଦାଶ): ବିଜ୍ଞାନ ଯୁଗରେ ଏବେ ବି କେତେକ ଲୋକ ଅନ୍ଧବିଶ୍ୱାସର ବର୍ତ୍ତୀ ହୋଇ ଝଡ଼ାଫୁଙ୍କା ଉପରେ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଏଭଳି କରୁଣ...

ଡମନଭୂଇଁରେ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର,୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅନ୍ତର୍ଗତ ଓଲସିଂହ ପଞ୍ଚାୟତ ଡମନଭୂଇଁ ଗ୍ରାମରେ ଗୋଟେ ଦନ୍ତା ହାତୀର ମୃତଦେହକୁ ବନ ବିଭାଗ ଜବତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri