ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ: ହାରିଗଲେ ସ୍ତ୍ରୀ,ସ୍ବାମୀ

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଏମ୍‌ପି ଆସନ ସମେତ ସମସ୍ତ ୯ଟି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀଙ୍କୁ ହରାଇ ଭାଜପା ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି। ଏମ୍‌ପି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ସୁଦାମ ମାର୍ଣ୍ଡି ଓ ବାଙ୍ଗିରିପୋଷି ବିଧାନସଭା ଆସନରେ ନିର୍ବାଚନ ଲଢୁଥିବା ତାଙ୍କ ସ୍ତ୍ରୀ ରଞ୍ଜିତା ମାର୍ଣ୍ଡି ପରାଜିତ ହୋଇଛନ୍ତି। ଏକ ନିର୍ବାଚନୀ ସଭାରେ ଆମେ ସ୍ବାମୀ ଓ ସ୍ତ୍ରୀ ବାଘ, ବାଘୁଣୀ ବୋଲି କହି ସମାଲୋଚନାର ସରବ୍ୟ ହୋଇଥିବା ସୁଦାମଙ୍କ ପାଇଁ ଏହା ମହଙ୍ଗା ପଡ଼ିଲା ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଏଫ୍‌ସି ଏସିଆନ କପ୍‌ ୨୦୩୧ ଲାଗି ବିଡ୍‌ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୧୧ା୪: ଭାରତ ୨୦୩୧ ଏଏଫ୍‌ସି ଏସିଆନ କପ୍‌ ଆୟୋଜନ କରିବା ପାଇଁ ଆଗ୍ରହ ପ୍ରକାଶ କରି ଏହାର ବିଡ୍‌ ‘ ଏକ୍ସପ୍ରେସନ ଅଫ୍‌ ଇଣ୍ଟରେଷ୍ଟ...

୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ

ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ଯୁବ ଟ୍ରାପ୍‌ ମିକ୍ସଡ ଟିମ୍‌ ଯୋଡ଼ି...

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା...

ବଡ଼ ନିଯୁକ୍ତି ସୁଯୋଗ: ESICରେ ୫୫୮ ପଦବୀ ଲାଗି ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୧୧।୪: ସରକାରୀ ଚାକିରି ଖୋଜୁଥିବା ଯୁବକ ଯୁବତୀଙ୍କ ପାଇଁ ଏକ ଖୁସି ଖବର। କର୍ମଚାରୀ ରାଜ୍ୟ ବୀମା ନିଗମ (ESIC) ସ୍ପେଶାଲିଷ୍ଟ ଗ୍ରେଡ-୨ର ମୋଟ ୫୫୮...

ବଡ଼ ଖବର: ତାମିଲନାଡୁରେ BJP-AIADMK ମେଣ୍ଟ ଘୋଷଣା, ଶାହା କହିଲେ- ମଜବୁତ ହେବ ଏନ୍‌ଡିଏ

ଚେନ୍ନାଇ,୧୧।୪: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି (ଭାଜପା)ର ରାଜ୍ୟ ସଭାପତି କେ. ଅନ୍ନାମଲାଇଙ୍କୁ ପଦରୁ ହଟାଯିବା...

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

ହୋଟେଲରୁ ବାହାରି  ଏମିତି କହିଲେ ପୀୟୂଷ, ସବୁ ଫେରାଇ…

ଭୁବନେଶ୍ୱର,୧୧।୪: ସତ୍ୟନଗରର ଏକ ହୋଟେଲରୁ ବାହାରି  ଯାତ୍ରା ହିରୋ ପୀୟୂଷ ତ୍ରିପାଠୀ ତାଙ୍କ  ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟଙ୍କା ଫେରାଇଲି, ଗାଡ଼ି ଫେରାଇବି। ମାଲିକ...

କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ

ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image