ଡୋନାଲ୍ଡ ଟ୍ରମ୍ଫଙ୍କୁ ସହଯୋଗ କଲେ ପତ୍ନୀ ମେଲାନିଆ

ଓ୍ବାଶିଂଟନ,୨୬।୧୨: ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଥମ କାର୍ଯ୍ୟକାଳ ମଧ୍ୟରେ, ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ବହୁତ ଲୋ ପ୍ରୋଫାଇଲ ମେଣ୍ଟେନ କରୁଥିଲେ ଏବଂ ଚର୍ଚ୍ଚାରୁ ଦୂରେଇ ରହିଥିଲେ, କିନ୍ତୁ ଏଥର ମେଲାନିଆ ଟ୍ରମ୍ପ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ବାଚନ ପ୍ରଚାରରେ ଅତ୍ୟନ୍ତ ସକ୍ରିୟ ଥିବା ଜଣାପଡିଛି। ମିଡିଆ ରିପୋର୍ଟ ଅନୁଯାୟୀ, ମେଲାନିଆ ଟ୍ରମ୍ପ ନିକଟରେ ରୋଜଲିନ କାର୍ଟନଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ ଏବଂ ଟ୍ରମ୍ପଙ୍କ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳିଥିଲା।

ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ପରିବାର ନିଶ୍ଚିତ ଅଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ଟ୍ରମ୍ପ ପରିବାରର ନିକଟବର୍ତ୍ତୀ ଲୋକମାନେ ଦାବି କରିଛନ୍ତି ଯେ ମେଲାନିଆ ଟ୍ରମ୍ପ ବର୍ତ୍ତମାନ ମଧ୍ୟ ଟ୍ରମ୍ପଙ୍କ ଅଭିଯାନର ଏକ ସକ୍ରିୟ ଅଂଶ ହୋଇପାରିଛନ୍ତି। ଗତ ଶୁକ୍ରବାର ୱାଶିଂଟନ ଡିସିରେ ଥିବା ଜାତୀୟ ଅଭିଲେଖାଗାରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୫ ଜଣ ପ୍ରବାସୀଙ୍କୁ ଆମେରିକୀୟ ନାଗରିକତ୍ୱ ପ୍ରଦାନ କରାଯାଇଥିଲା। ଏହି ସମୟରେ ମେଲାନିଆ ଟ୍ରମ୍ପ ଏକ ପ୍ରଭାବଶାଳୀ ଭାଷଣ ଦେଇଥିଲେ ଏବଂ କହିଥିଲେ ଯେ ସେ ମଧ୍ୟ କିପରି ଜଣେ ପ୍ରବାସୀ ଭାବରେ ଆମେରିକାରେ ଆସି ଏଠାରେ ନାଗରିକ ହୋଇଥିଲେ। ମେଲାନିଆ ଟ୍ରମ୍ପଙ୍କ ସକ୍ରିୟତା ଆମେରିକାରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ବାତ୍ୟା! ବିଶେଷଜ୍ଞ ତାଜୁବ…

ବାହାମାସ,୨୩।୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ...

ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା

ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି...

ଡଲାର, ଏସ୍‌ଡବ୍ଲ୍ୟୁଆଇଏଫ୍‌ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଉକ୍ତ ସମିଟ୍‌ର ଆୟୋଜନ କରୁଥିବାବେଳେ...

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର...

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri