ବଢ଼ିବ କି ବିଜୁଳି ଦର, ଜାଣନନ୍ତୁ କ’ଣ କହିଲେ ମନ୍ତ୍ରୀ

ରାଉରକେଲା,୩।୪: ବିଜୁଳି ଦରବୃଦ୍ଧି ପ୍ରସଙ୍ଗରେ ଶକ୍ତିମନ୍ତ୍ରୀକେ.ଭି ସିଂହଦେଓ ବଡ଼ ବୟାନ ଦେଇଛନ୍ତି। ରାଜ୍ୟରେ ବିଜୁଳି ଦର ବଢିବନି ବୋଲି ମନ୍ତ୍ରୀ କହିଛନ୍ତି। ରାଉରକେଲାରେ ଶକ୍ତିମନ୍ତ୍ରୀ କେ.ଭି ସିଂହଦେଓ ଏହି ସୂଚନା ଦେଇଛନ୍ତି।

ମହଙ୍ଗା ମାଡରେ ବିଜୁଳି ବିଲ ଲୋକଙ୍କ ସମସ୍ଯାକୁ ବହୁଗୁଣିତ କରି ପକାଉଛି । ମାସ ଶେଷରେ ଆସୁଥିବା ବିଜୁଳି ବିଲ ଲୋକଙ୍କ ପକେଟକୁ ଖାଲି କରି ଦେଉଛି । ଫଳରେ ସେମାନେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏହି ବନ୍ଧୁ ରାଷ୍ଟ୍ର ପାକିସ୍ତାନକୁ ଦେଲା ପାନେ, ଟେଶନରେ ପାକ୍‌

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଉତ୍ତେଜନାପୂର୍ଣ୍ଣ ରହିଛି। ଆମେରିକା, ଋଷିଆ ସମେତ ବିଶ୍ୱର ଅଧିକାଂଶ ଦେଶ ଏହି...

ତାର ଉପରେ ଗଛ ପଡ଼ି ବିଦ୍ୟୁତ୍‌ ସରବରାହ ବନ୍ଦ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍‌ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା...

ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ...

ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ...

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ଚିଠି ଲେଖିଲେ ବିଧାୟକ

ଖଡ଼ିଆଳ,୨୫ା୪(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଦୀର୍ଘବର୍ଷ ହେଲା ଟ୍ରାଫିକ ସମସ୍ୟା ଦେଖା ଦେଇଆସୁଛି। ଏଥିଯୋଗୁ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନଜିର...

ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ...

ଝାରସୁଗୁଡ଼ା ପରେ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ଟିମ୍‌ର ଖୋଳତାଡ଼

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ପୁନଃତଦନ୍ତ ଚାଲିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଝାରସୁଗୁଡ଼ା ପରେ ଏବେ ବ୍ରହ୍ମପୁରରେ ଆସି...

ପାକିସ୍ତାନରେ ହେବ ଷ୍ଟ୍ରାଇକ୍‌: ଭାରତର ମୁସଲମାନ ବନ୍ଧୁ ରାଷ୍ଟ୍ର ଏବେ କାହାପଟେ ହେବେ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମସୀମାରେ ପହଞ୍ଚିଛି। ଭାରତ ପାକିସ୍ତାନ ଉପରେ ଆତଙ୍କବାଦକୁ ସମର୍ଥନ କରୁଥିବାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image