ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିବେ କି ସରକାର ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ଯୋଜନାରେ ଗରିବ ପରିବାରର ସଦସ୍ୟମାନଙ୍କର ମୃତ୍ୟୁ ପରେ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ୧୮୧ କୋଟି ୮୪ ଲକ୍ଷ ଟଙ୍କାର ସହାୟତା ଦେଉଛନ୍ତି। ୨୦୧୯-୨୦ ମସିହାରୁ ରାଜ୍ୟ ସରକାର ଆରମ୍ଭ କରିଥିବା ହରିଶ୍ଚନ୍ଦ୍ର ଯୋଜନାରେ ଗ୍ରାମାଞ୍ଚଳରେ ୨ ହଜାର ଟଙ୍କା ଓ ସହରାଞ୍ଚଳରେ ମୃତକଙ୍କ ପରିବାରକୁ ୩ ହଜାର ଟଙ୍କା ଦିଆଯାଉଛି । ତେବେ ଏହି ଯୋଜନାରେ ସରକାର ସହାୟତା ରାଶି ବୃଦ୍ଧି କରିବେ କି ନାହିଁ ବିଧାନସଭାରେ ସୂଚନା ଦେଇଛନ୍ତି।

ବିଧାନସଭାରେ ଉତ୍ତର ରଖି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି, ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶିରେ ପୁର୍ନବାର ବୃଦ୍ଧି ନେଇ ସରକାରଙ୍କ ପାଖରେ କୌଣସି ପ୍ରସ୍ତାବ ନାହିଁ।

ତେବେ ବିଜେଡି ସରକାର ସମୟରେ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ନିର୍ବାଚନ ପୂର୍ବ ବଜେଟରେ ରାଜ୍ୟ ସରକାର ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରିଥିବାବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି ସନ୍ଦେହ: ଶ୍ବଶୁର ଘରେ ସ୍ତ୍ରୀ ତଣ୍ଟି କାଟିଲା ସ୍ବାମୀ

ଉଦଳା,୧୨।୯(ସନ୍ତୋଷ କୁମାର ବାଛିନି): ପରକୀୟା ପ୍ରୀତି ସନ୍ଦେହର କରୁଣ ପରିଣତି । ଶ୍ୱଶୁର ଘରେ ଜ୍ୱାଇଁ ଭିଆଇଲା ନାରକୀୟ କାଣ୍ଡ । ସ୍ତ୍ରୀ ବେକକୁ ଏକ...

ଚାଷଜମିକୁ ଯାଉଥିଲେ: ମାଡ଼ି ବସିଲେ ୨ ଭାଲୁ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଫରେଷ୍ଟ ସେକ୍ସନ୍‌ ଅଧୀନ କନ୍ଦାବୁଟ୍ରା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ...

ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ

ପିପିଲି,୧୨।୯: ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ ଟଙ୍କା। ୨ ଜଣ ହେଲମେଟ୍‌ ପିନ୍ଧି ବାଇକ୍‌ରେ ଆସି ଟଙ୍କା ଝାମ୍ପି...

ଆସିଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା...

ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି

ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ...

ପଶ୍ଚିମବଙ୍ଗରୁ ବାଂଲାଦେଶ ପଠାଯାଉଥିଲା ଚୋରି ମୋବାଇଲ: ୫ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ

ଜୟପୁର,୧୨।୯(ପବନ ପାଣିଗ୍ରାହୀ): ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ୫ ମୋବାଇଲ ଫୋନ୍‌ ଲୁଟେରାକୁ ଜୟପୁର ଟାଉନ ପୋଲିସ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡର ବିଶାଳ...

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର...

କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି ଓଡ଼ିଆ ପୁଅ: ଜାଣନ୍ତୁ କିଏ ସେ ?

ଭୁବନେଶ୍ୱର,୧୨।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରୋଚକ ମୋଡ଼ ନେଉଥିବା ବେଳେ ଏଠାରେ ଜଣେ ଓଡ଼ିଆ ପୁଅଙ୍କୁ କମଳା ହାରିସଙ୍କୁ ନିର୍ବାଚନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri