Categories: ଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ବଦଳରେ ଭାରତ-ପାକିସ୍ତାନ ମ୍ୟାଚ ଦେଖିବି : ଶଶୀ ଥରୁର

ନୂଆଦିଲ୍ଲୀ,୮ା୬: ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ କଂଗ୍ରେସର ବରିଷ୍ଠ ନେତା ଶଶୀ ଥରୁର ଏକ ବଡ଼ ବୟାନ ଦେଇଛନ୍ତି। ଶପଥ ଗ୍ରହଣ ଉତ୍ସବକୁ ତାଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବାରୁ ସେ ଭାରତ-ପାକିସ୍ତାନ ମ୍ୟାଚ ଦେଖିବେ ବୋଲି କହିଛନ୍ତି।

Share