ପାରାଦୀପରେ ବର୍ଷା ସାଙ୍ଗକୁ ପବନ: ସମୁଦ୍ର ଅଶାନ୍ତ

ପାରାଦୀପ,୧୩।୯(ସ୍ବ.ପ୍ର): ଜଗତସିଂହପୁର ଜିଲାରେ ଲଗାଣ ବର୍ଷାରେ ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ପାରାଦୀପରେ ଜୋରରେ ବର୍ଷା ହେଉଥିବା ବେଳେ ସମୁଦ୍ର ଅଶାନ୍ତ ହୋଇପଡିଛି। ବର୍ଷା ସାଙ୍ଗକୁ ପବନ ଯୋଗୁ ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ମଧୁବନ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ଭାବେ ଜଳବନ୍ଦୀ ହୋଇଯାଇଛନ୍ତି। ଅନେକ ତଳିଆ ଅଞ୍ଚଳରେ ପାଣି ଜମି ଯାଇଛି। ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। କୁଜଙ୍ଗରେ ଗଛ ସାଙ୍ଗକୁ କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡ଼ି ପଡିଛି। କୁଜଙ୍ଗ ଥାନାରେ ପାଣି ପଶିଯାଇଥିବାରୁ ଅଗ୍ନିଶମ ବାହିନୀ ଜରିଆରେ ନିଷ୍କାସନ କରାଯାଉଛି।
ଗତ ୩ ଦିନ ହେଲା ବର୍ଷା ଲାଗି ରହିଥିବାରୁ ଜିଲାରେ ଅନେକ ଲୋକଙ୍କ ଘରେ ପାଣି ପଶିଯାଇଛି। ବାଲିକୁଦା, ଏରସମା, ତିର୍ତ୍ତୋଲ, ନାଉଗାଁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୩।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ...

ହାତୀପଲ ଘରଭାଙ୍ଗି ଧାନ ଖାଇଲେ: ପରିବା ଚାଷ, ସୋଲାର ଲାଇଟ କଲେ ନଷ୍ଟ

ଭଞ୍ଜନଗର,୪।୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳରେ କିଛିଦିନ ହେଲା ୨୫ ଟିକିଆ ହାତୀପଲ ଘୂରି ବୁଲୁଛନ୍ତି। ସନ୍ଧ୍ୟା ହେଲେ ଜଙ୍ଗଲରୁ...

ଅ, ଆ ରେ ରହିଯାଇଛନ୍ତି ମୁଖ୍ୟମନ୍ତ୍ରୀ: କାହିଁକି ଏମିତି କହିଲେ ଅରୁଣ ସାହୁ

କଟକ,୪ା୧(ଶିଳ୍ପା ପ୍ରିୟଦର୍ଶିନୀ):ଭୁବନେଶ୍ୱରରେ ଆୟୋଜିତ କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା କେବଳ ଓଡ଼ିଆ ବର୍ଣ୍ଣବୋଧର ଅ, ଆ...

୧୧ରୁ ଶୀତ ମହୋତ୍ସବ: ଯୋଗଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲା କମିଟି

ଦାରିଙ୍ଗବାଡି,୪।୧(ଅରୁଣ ସାହୁ):ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ଭେଟିଛନ୍ତି। କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ...

ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ: ୨ ମୃତ, ୨ ଆହତ

ରଘୁନାଥ ଘୁନାଥପୁର,୩୧ (ରାଜେନ୍ଦ୍ର ନାରା ନାରାୟଣ ସିଂହ):ଥାନା ଅନ୍ତର୍ଗତ ଜଗତ୍‌ସିଂହପୁର ଥାନ ବଡ଼ବାଗ ଗ୍ରାମର ସୁଶୀଲ ଦାସଙ୍କ ଘରେ ଶୁକ୍ରବାର ରାତି ୧୦ଟାରେ ବାଣ ବିସ୍ଫୋରଣ...

ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ...

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri