୩୦ରୁ ୪୦ କିମି ବେଗରେ ବହୁଛି ପବନ, ଲାଗି ରହିଛି ବର୍ଷା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ଦୁର୍ବଳ ହେବା ପରେ ଅବପାତରେ ପରିଣତ ହୋଇ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗ ଦେଇ ଗତି କରୁଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ଜିଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ଜାରି ରହିଛି।

Share