Categories: ଖେଳ

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୨୮୭ ରନ…

ଅହମଦାବାଦ,୪।୧୧: ଗୁଜରାଟର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୬ତମ ମ୍ୟାଚ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି।
ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପ୍ୟାଟ କୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୯.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୮୬ ରନ ସଂଗ୍ରହ କରିଥିଲା। ଫଳରେ ଇଂଲଣ୍ଡ ପାଇଁ ୨୮୭ ରନର ବିଜୟ ଲକ୍ଷ୍ୟ ରହିଛି।

Share