ଦାରିଙ୍ଗବାଡ଼ିରେ ପହିଲି ଶୀତ, ମଜା ନେବାକୁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): ଆସିଲା ଶୀତ, ପହିଲି ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିମୁହାଁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ। ହୋଟେଲଠାରୁ ଆରମ୍ଭ କରି ପର୍ଯ୍ୟଟନକ୍ଷେତ୍ର ଯୁଆଡ଼େ ଦେଖିବେ ଶହ ଶହ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ଆଗମନକୁ ଦେଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ। ଚଳିତ ମାସର ପ୍ରଥମ ରବିବାର ପର୍ଯ୍ୟଟକମାନେ ଦୁଲୁରୁ ପାଇନବଣ ସମେତ କଫିବଗିଚା, ହିଲ୍‌ଭିୟୁ ପାର୍କ, ନେଚର ପାର୍କ, ଶାନ୍ତି ଉପତ୍ୟକା, କିରିକୁଟି ଲଭର୍ସ ପଏଣ୍ଟ, ଡୁଲୁରୀ ଓ୍ବାକିଂ ଟ୍ରେଲରେ ଭିଡ଼ ଜମାଇ ବଣ ଭୋଜି କରିଥିଲେ। ସବୁଠି ମ୍ୟୁଜିକ୍‌ ଲଗାଇ ନାଚ, ଗୀତ ସହ ଶୀତର ମଜା ନେଇଥିଲେ।

କେବଳ ହିଲ୍‌ଭିୟୁ ପାର୍କ ଏବଂ କଫିବଗିଚା ମଧ୍ୟରେ ୩ ଶହ ପର୍ଯ୍ୟଟକ ବୁଲିଥିବା ବେଳେ ୭୪ ଜଣ ଶିଶୁ ପର୍ଯ୍ୟଟକ ଟୟ ଟ୍ରେନରେ ବୁଲିଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ପ୍ରକାଶ ଯେ, ଚଳିତ ପହିଲାରୁ ପାଗ ଶୁଖିଲା ରହିଥିବା ସହ ସକାଳୁଆ ଶୀତ ସହ ସନ୍ଧ୍ୟାରେ ଶୀତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image