ଜି.ଉଦୟଗିରିକୁ ପୁଣି ଫେରିଲା ଶୀତ, ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ

ଜି.ଉଦୟଗିରି,୨୮ା୧: କିଛି ଦିନ ହେବ ଲାଗିରହିଥିବା ମେଘୁଆ ପାଗ ହଟିଯିବା ପରେ ଜି.ଉଦୟଗିରିକୁ ପୁଣିଥରେ ଶୀତ ଫେରିଛି। ରବିବାର ସର୍ବନିମ୍ନ ତାପମାତ୍ରା ୬.୪ ରହିଥିବା ରେକର୍ଡ କରିଛି କୃଷି ଗବେଷଣା କେନ୍ଦ୍ର। ଯାହା ଫଳରେ ଶୀତର ପ୍ରକୋପ ବଢ଼ିଛି। ଦିନର ତାପମାତ୍ରା ବଢୁଥିବା ବେଳେ ରାତ୍ରି ତାପମାତ୍ରା
କମିବାରେ ଲାଗିଛି। ଫଳରେ ଅସହ୍ୟ ଶୀତରେ ଥରୁଛି ଅଞ୍ଚଳ। ଏହାର ପ୍ରକୋପ ଗ୍ରାମାଞ୍ଚଳରେ ଅଧିକ ରହିଛି। ସକାଳୁ ୯ଟା ପଯ୍ୟନ୍ତ ଏବଂ ରାତି ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇଛି। ଶୀତରୁ ରକ୍ଷା ପାଇବା ପାଇଁ ଦିନ ତମାମ ଲୋକେ ଖରାରେ ବସି ରହୁଥିବା ବେଳେ ସନ୍ଧ୍ୟା ବେଳେ ନିଆଁ ଜାଳି ବସି ରହୁଥିବା ଦେଖିବାକୁ ମିଳିଛି। ଶୀତ ପ୍ରକୋପରେ ଅସହାୟ ଲୋକଙ୍କ ସହିତ ରାସ୍ତାକଡ଼ରେ ବସି ପନିପରିବା ବିକ୍ରି କରୁଥିବା ଛୋଟ ଚାଷୀମାନେ ବିଶେଷ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri