ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି…

ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର...

୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ...

କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…

କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି...

ନଭେମ୍ବର ପହିଲାରୁ ନୂଆ ରାସନ କାର୍ଡ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏମାନଙ୍କ କଟିଲା ନାଁ…

ଭୁବନେଶ୍ୱର,୩୦।୧୦: ନଭେମ୍ବରରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯଦି ଆପଣ ମଧ୍ୟ...

ଏହିଦିନ ପାଳୁଛନ୍ତି କି ଦୀପାବଳି, ଲାଗିବ ଦୋଷ!

ଭୁବନେଶ୍ୱର,୩୦।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇ ଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି। ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri