୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।

Share