ଆଖିରୁ ଶୁଖୁନି ଲୁହ, କାନ୍ଦି କାନ୍ଦି ନଭଲନିଙ୍କ ପତ୍ନୀ କହିଲେ ପୁଟିନଙ୍କୁ ଏହାର ଦଣ୍ଡ ନିଶ୍ଚିତ ମିଳିବ

ମସ୍କୋ,୧୭।୨: ରୁଷିଆରେ ରାଷ୍ଟ୍ରପତି ପୁଟିନଙ୍କ ପ୍ରତିଦ୍ୱନ୍ଦ୍ୱୀ ଆଲେକ୍ସି ନଭଲନିଙ୍କ କାରାଗାରରେ ମୃତ୍ୟୁ ଖବର ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ତ୍ତମାନ ତାଙ୍କ ପତ୍ନୀ ୟୁଲିଆ ନଭଲନୟା କହିଛନ୍ତି ଯେ ଯଦି ନଭଲନିଙ୍କ ମୃତ୍ୟୁ ଖବର ସତ ତେବେ ପୁଟିନ ଏବଂ ତାଙ୍କ ସହଯୋଗୀମାନେ ନିଶ୍ଚିତ ଦଣ୍ଡ ପାଇବେ। ମ୍ୟୁନିକ ସୁରକ୍ଷା ସମ୍ମିଳନୀରେ ପ୍ରାୟ ଅଶ୍ରୁଳ ଭାଷଣ ଦେଇ ନଭଲନିଙ୍କ ପତ୍ନୀ କହିଛନ୍ତି ଯେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ଖବର କେବଳ ରୁଷିଆ ସରକାରଙ୍କ ସୂତ୍ରରୁ ଆସୁଛି, ତେଣୁ ଏହା ସମ୍ପୂର୍ଣ୍ଣ ବିଶ୍ୱାସ କରାଯାଇପାରିବ ନାହିଁ କାରଣ ସେ ପୂର୍ବରୁ ଅନେକ ଘଟଣାରେ ଜଡିତ ଥିଲେ। ଅନେକ ଥର ମିଛ କହିଥିଲେ।
ୟୁଲିଆ ନଭଲନୟା କହିଛନ୍ତି ଯେ ‘ଆମେ ପୁଟିନ ଏବଂ ତାଙ୍କ ସରକାର ଉପରେ ବିଶ୍ୱାସ କରିପାରିବୁ ନାହିଁ। ସେମାନେ ସବୁବେଳେ ମିଛ କୁହନ୍ତି, କିନ୍ତୁ ଯଦି ଏହା ସତ ତେବେ ପୁଟିନ ଏବଂ ତାଙ୍କ ସରକାର, ତାଙ୍କ ବନ୍ଧୁମାନେ ଆମ ଦେଶ, ଆମ ପରିବାର, ମୋ ସ୍ବାମୀଙ୍କ ପ୍ରତି ଯାହା କରିଛନ୍ତି, ଆମକୁ ଉତ୍ତର ଦେବାକୁ ପଡିବ ଏବଂ ସେହି ଦିନ ମଧ୍ୟ ଶୀଘ୍ର ଆସିବ। ରୁଷିଆର ‘ମନ୍ଦ ସରକାର’ ବିରୋଧରେ ଏକଜୁଟ ହେବାକୁ ନଭଲନିଙ୍କ ପତ୍ନୀ ସମଗ୍ର ଅନ୍ତର୍ଜାତୀୟ ସମ୍ପ୍ରଦାୟକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri