ଭୁବନେଶ୍ୱର,୧୯ା୭(ଅନିଲ ଦାସ): ପୁରୀ ଜିଲା ପୁରୀ ସଦର ବ୍ଲକର ପୋପୀନାଥପୁର ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ପ୍ରଭାକର ସମର୍ଥାଙ୍କ ଉପରୁ ବିଜୁ ଜନତା ଦଳ ନିଲମ୍ବନ ପ୍ରତ୍ୟାହର କରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ପ୍ରତ୍ୟାହାର କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ବୁଧବାର ଏକ ପ୍ରେସ୍ ବିଜ୍ଞପ୍ତରେ ସୂଚନା ଦେଇଛନ୍ତି।